ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ସୋମବାର ପ୍ରଥମ ଥର ପାଇଁ ଏସ୍‌ଟିଏରେ ହେବ ଜନଶୁଣାଣି, ଲୋକଙ୍କ ଅଭିଯୋଗ ଶୁଣିବେ ବରିଷ୍ଠ ଅଧିକାରୀ

କଟକ,୨୯/୦୬: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ସୋମବାର ଅର୍ଥାତ ଜୁଲାଇ ପହିଲାରୁ ରାଜ୍ୟ ପରିବହନ କମିସନରଙ୍କ କାର୍ଯ୍ୟାଳୟରେ(ଏସ୍‌ଟିଏ) ଜନଶୁଣାଣି ଆରମ୍ଭ ହେଉଛି ।  ପ୍ରଥମ ଥର ଲାଗି ଏସ୍‌ଟିଏରେ ଜନଶୁଣାଣି ଅନୁଷ୍ଠିତ ହେଉଛି । ଏଥିରେ ଏସ୍‌ଟିଏ କମିସନରଙ୍କ ସମେତ  ଅତିରିକ୍ତ କମିସନର, ଯୁଗ୍ମ କମିସନର ଏବଂ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ରହି ପରିବହନ  ସଂକ୍ରାନ୍ତ ବିଭିନ୍ନ ଅଭିଯୋଗ ଶୁଣାଣି କରିବେ । ଜନଶୁଣାଣି ଜରିଆରେ ସାଧାରଣ ଲୋକେ ସେମାନଙ୍କ ଅଭିଯୋଗ ଉପସ୍ଥାପନ କରିବା ପରେ ତୁରନ୍ତ ଏହାର ସମାଧନ ଦିଗରେ ପଦକ୍ଷେପ ନିଆଯିବ ବୋଲି ଏସ୍‌ଟିଏର ଜଣେ ବରିଷ୍ଠ ଅଧିକାରୀ ପ୍ରକାଶ କରିଛନ୍ତି । 

ଉଲ୍ଲେଖଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ  ପ୍ରକୋଷ୍ଠ ଏବଂ ପ୍ରତ୍ୟେକ ଜିଲ୍ଲାସ୍ତରରେ ଜିଲ୍ଲାପାଳମାନେ ପୂର୍ବରୁ ଜନଅଭିଯୋଗ ଶୁଣାଣି କରୁଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.