ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଗୋଟିଏ ରାତିରେ ସିରିଜ୍ ଚୋରି; କାନ୍ଥ ତାଡ଼ି ଲୁଟିନେଲେ ଲକ୍ଷାଧିକ ଟଙ୍କାର ଜିନିଷ

Published By : Swapna Ray | July 4, 2025 3:35 PM

ଝାରସୁଗୁଡ଼ା, ୪।୭: ଝାରସୁଗୁଡ଼ା ଜିଲ୍ଲା ଟାଉନ୍ ଥାନାର ଅନ୍ତର୍ଗତ ମଙ୍ଗଳ ବଜାର ଛକରୁ ସିରିଜ୍ ଚୋରି । ଗୋଟିଏ ରାତିରେ ତିନୋଟି ଦୋକାନରୁ ଲୁଟ୍ ହୋଇଥିବା ସୂଚନା l ବାସନ ଦୋକାନ, ଜୋତା ଦୋକାନ ଓ କପଡ଼ା ଦୋକାନ ଗୁଡ଼ିକର ପଛପଟ କାନ୍ଥ ତାଡ଼ି ଲକ୍ଷାଧିକ ଟଙ୍କା ମୂଲ୍ୟର ଜିନିଷ ଚୋରି କରି ଦୁବୃର୍ତ୍ତମାନେ ଫେରାର ମାରିଛନ୍ତି l ଟାଉନ୍ ଥାନା ପକ୍ଷରୁ ପାଟ୍ରୋଲିଂ ହେଉନଥିବାରୁ ଦିନକୁ ଦିନ ଚୋରି, ରାହାଜାନି ସହ ଛୋଟ ବଡ଼ ଦୁର୍ଘଟଣାମାନ ବୃଦ୍ଧି ପାଉଥିବା ଅଭିଯୋଗ ହୋଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.