ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସୂର୍ଯ୍ୟମନ୍ଦିର, ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ, ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ଡିନ୍‌
  • ||
  • ଝାରପଡ଼ା ଜେଲ୍‌ରେ ଗଣ୍ଡଗୋଳ; ବାଜିଲା ଆଲାରାମ୍‌, ଘଟଣାର ତଦନ୍ତ ପାଇଁ ଜେଲ୍‌ ଡିଜିଙ୍କ ନିର୍ଦ୍ଦେଶ
  • ||
  • ଝାରସୁଗୁଡା : ରେଳଡବାରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • କେନ୍ଦ୍ରାପଡା : ବାତ୍ୟା ସମ୍ପର୍କରେ ପ୍ରତିକ୍ରିୟା ରଖିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଆକଳନ ହେବ ଚାଷର କ୍ଷୟକ୍ଷତି
  • ||
  • ପୁରୀ: ଲଜ୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରେଜିଷ୍ଟର୍‌ ନେଇଗଲା ପୁଲିସ
  • ||
  • ବାଲେଶ୍ୱରରେ ବାତ୍ୟା ପ୍ରଭାବ; ଘର ଉପରେ ଭାଙ୍ଗିଲା ନଡ଼ିଆ ଗଛ, ଜଣେ ଗୁରୁତର
  • ||
  • ଭୁବନେଶ୍ୱର: ୨୮ ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସ୍ଥଗିତ
  • ||
  • ଭଦ୍ରକ : ତାଣ୍ଡବ ରଚିଲା ବାତ୍ୟା 'ଦାନା', ୧୬ ନମ୍ୱର ଜାତୀୟ ରାଜପଥରେ ଯାତାୟତ ବାଧାପ୍ରାପ୍ତ
  • ||
  • ଦୁଇ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ, ଭୁବନେଶ୍ୱରରୁ ଅପହରଣ କରି ଭଞ୍ଜନଗର ନେଇଥିଲେ :୨ ଅଭିଯୁକ୍ତ ଗିରଫ, କାର୍‌ ଜବତ
  • ||
  • ରାତି ଅଧରେ ପଶିଲା ‘ଦାନା’, ଆଜି ରାତି ସାଢ଼େ ୧୧ଟା ଯାଏ ବାତ୍ୟା ପ୍ରକୋପ: ହାଟଡିହି, ତେଲକୋଇ ଦେଇ ଯିବ
  • ||
  • ଭଦ୍ରକରେ ମଧ୍ୟ ରାତ୍ରିରେ କରାଳ ରୂପ ଦେଖାଇଲା ‘ଦାନା’, ଭୟଭୀତ ଅବସ୍ଥାରେ ଲୋକେ
  • ||
  • ବାଲେଶ୍ୱରରେ ବାତ୍ୟାର ପ୍ରଭାବ, ଲ୍ୟାଣ୍ଡଫଲ୍‌ ପରେ ସମୁଦ୍ରରେ ଉଚ୍ଚ ଜୁଆର ସହ ଲାଗି ରହିଛି ବର୍ଷା
  • ||
  • ନଭେମ୍ବର ୫ରେ ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ପ୍ରବଳ ବର୍ଷା ଆଶଙ୍କା,୯ ଜିଲ୍ଲାରେ ରେଡ୍‌ ଆଲର୍ଟ, ୨୭ରୁ ପାଗ ଫିଟିବ
  • ||

କେନ୍ଦ୍ରାପଡ଼ା ଜିଲ୍ଲାରେ ବାତ୍ୟା କ୍ଷୟକ୍ଷତି ଆକଳନ

କେନ୍ଦ୍ରାପଡା ୨୫/୧୦ : ଜିଲ୍ଲାର ୯ଟି ବ୍ଲକ ଅନ୍ତର୍ଗତ ୨୪୯ଟି ଗ୍ରାମ ପଞ୍ଚାୟତର ୧୫୯୩ଟି ଗ୍ରାମ ପ୍ରଭାବିତ ହୋଇଥିବା ବେଳେ ୨ଟି ପୌରାଞ୍ଚଳର ୪୪ଗୋଟି ୱାର୍ଡ ବାତ୍ୟାରେ ପ୍ରଭାବିତ ହୋଇଛି I ଏଥିରେ ୧୫,୮୪,୩୯୭ ଲୋକ ପ୍ରଭାବିତ ହୋଇଥିବା ବେଳେ ୧,୨୧,୧୧୬ ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯାଇଛି I ମୋଟ ୬୪୬ ଆଶ୍ରୟସ୍ଥଳୀରେ ରଖାଯାଇ ସେମାନଙ୍କୁ ଶୁଖିଲା ଖାଦ୍ୟ ଓ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି I ଏହି ବାତ୍ୟା ଯୋଗୁଁ ୭୭,୧୬୬ ଗୃହପାଳିତ ପଶୁ ପ୍ରଭାବିତ ହୋଇଥିବା ବେଳେ ୭ଟି   ଗୃହପାଳିତ ପଶୁଙ୍କ ମୃତ୍ୟୁ ଘଟିଛି I ଏହି ବାତ୍ୟା ଯୋଗୁଁ ୮୩୨ଗ୍ରାମର ୨୮୪୨୬. ୭୦ ହେକ୍ଟର ଜମି ଜଳମଗ୍ନ ହୋଇଛି I ଏହାର ପ୍ରଭାବରେ ୫ଟି କଚ୍ଚା ଘର ସମ୍ପୂର୍ଣ ନଷ୍ଟ ହୋଇଥିବା ବେଳେ ୪୫୯ କଚ୍ଚା ଘର, ଗୋଟିଏ ପକ୍କା ଘର, ୩ଟି କୁଡିଆଘର, ୨୬୨ ଗୋଟି ଗୁହାଳ ଘର ଆଂଶିକ କ୍ଷତି ହୋଇଛି I

.                                         

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.