ପ୍ରମୂଖ ଖବର
  • ବୈପାରିଗୁଡ଼ା : ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ, ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||
  • ବାଙ୍ଗିରିପୋଷି : ପ୍ରମେୟରେ ଖବର ପ୍ରକାଶ ପରେ ପହଞ୍ଚିଲା ପ୍ରଶାସନ, ପିଇବା ପାଣି ପାଇଁ ଜୀବନକୁ ବାଜି ଲଗେଇଥିଲେ ଷଢେଇକଳା ଗ୍ରାମବାସୀ
  • ||
  • ବାଣପୁର : ଜନ୍ମକଲା ଶିଶୁକନ୍ୟାକୁ ମାଡ ମାରି ହତ୍ୟା ଉଦ୍ୟମ କଲା ମା, ଥାନାରେ ଅଟକ
  • ||
  • ମୁମ୍ବାଇ ବାନ୍ଦ୍ରା ଷ୍ଟେସନରେ ଦଳାଚକଟା,୯ ଗୁରୁତର
  • ||
  • ତେଲକୋଇ : ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଅଭିଯୁକ୍ତ ଅଟକ
  • ||
  • ଭୋଗରାଇ : ସେବା ସମବାୟ ଓ ତେଜରାତି ଦୋକାନରୁ ଚୋରି, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ
  • ||
  • ଭବାନୀପାଟଣା : ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ, କ୍ଷତି ପୂରଣ ଦାବିରେ ପରିବାର ଲୋକଙ୍କ ରାସ୍ତାରୋକ
  • ||
  • ବାତ୍ୟା ‘ଦାନା’ ପ୍ରଭାବ ଆଉ ୨ ଦିନ ଭିତରକନିକା ବନ୍ଦ
  • ||
  • ଟାଙ୍ଗୀ : ଜୁଆ ଆଡ୍ଡାରେ ପୋଲିସର ଚଢାଉ; ୭୬ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜବତ,୧୮ ଗିରଫ
  • ||
  • ଆଇଏସ୍‌ଏଲ୍‌ ୨୦୨୪: ଆଜି ଓଡ଼ିଶା ଏଫ୍‌ସି- ମୁମ୍ବାଇ ସିଟି ମଧ୍ୟରେ ଟକ୍କର, ବିଜୟକୁ ଫେରିବା ପାଇଁ ବ୍ୟାକୁଳ ମୁମ୍ବାଇ
  • ||
  • ମେକ୍ସିକୋରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୨୪ ମୃତ, ୫ ଗୁରୁତର
  • ||
  • ସରିଲା ପ୍ରସିଦ୍ଧ ଢେଙ୍କାନାଳ ଗଜଲକ୍ଷ୍ମୀ ପୂଜା: ଆଜି ମେଲାଣି ନେବେ ଧନଦାତ୍ରୀ, ଲୋକନୃ
  • ||
  • ଜମ୍ମୁ-କଶ୍ମୀରରେ ଖାଇକୁ ଖସିଲା ସେନା ଗାଡ଼ି; ଜଣେ ଯବାନ ମୃତ ,୧୩ ଗୁରୁତର
  • ||
  • ପାରାଦ୍ଵୀପ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ସୋର : ବିପଦ ସଙ୍କେତ ଟପିଲା କାଂଶବାଂଶ ନଦୀ, ୨ ପଞ୍ଚାୟତ ପରିଦର୍ଶନ କଲେ ବିଧାୟକ
  • ||
  • ରାଜଧାନୀରେ ବାଘ ଆତଙ୍କ; ପାଦ ଟିହ୍ନରୁ ଗଧିଆ କିମ୍ୱା ବଣ ବିରାଡ଼ି ହୋଇଥିବା ନେଇ କହିଲେ ସିଟି ଡିଏଫଓ
  • ||
  • ଦୁର୍ବଳ ‘ଦାନା’ ବାୟୁମଣ୍ଡଳରେ ମିଳେଇଯିବ: ଆଜିଠୁୁ ଫିଟିଯିବ ପାଗ, ତିନି ଦିନ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ବାଲିଗୁଡ଼ା : ସ୍ତ୍ରୀକୁ ଗଳା କାଟି ହତ୍ୟା କଲା ନୃଶଂସ ସ୍ୱାମୀ, ସ୍ୱାମୀ ଅଟକ
  • ||

ଫିଲ୍ମର କାହାଣୀକୁ ନେଇ ଶ୍ରଦ୍ଧା ଉତ୍ସାହିତ, କହିଲେ ‘ସ୍ତ୍ରୀ ୩' ବକ୍ସ ଅଫିସ୍‌ରେ ପୁଣି ଦେଖାଇ​‌ବ​‌ ଜଲୱା

ମୁମ୍ବାଇ ୨୭/୧୦:  ‘ସ୍ତ୍ରୀ’ ଫ୍ରାଞ୍ଚାଇଜ୍‌ର ତୃତୀୟ ସଂସ୍କରଣ ‘ସ୍ତ୍ରୀ ୩’ ଫିଲ୍ମର କାମ ଆରମ୍ଭ ହୋଇଗଲାଣି । ମୁମ୍ବାଇରେ  ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଏକଥା ନିଶ୍ଚିତ କରିଛନ୍ତି ଅଭିନେତ୍ରୀ  ଶ୍ରଦ୍ଧା କପୁର । 

ଶ୍ରଦ୍ଧା କହିଛନ୍ତି, ନିର୍ଦ୍ଦେଶକ ଅମର କୌଶିକଙ୍କ ପାଖରେ ପୂର୍ବରୁ ହିଁ ‘ସ୍ତ୍ରୀ ୩’  ପାଇଁ ଏକ ଭଲ କାହାଣୀ ଥିଲା । ‘ସ୍ତ୍ରୀ ୩’ ସିନେମା ପାଇଁ ଭଲ କାହାଣୀଟିଏ ଅଛି ବୋଲି ଅମର ଯେତେବେଳେ ତାଙ୍କୁ କହିଥିଲେ, ସେ ଖୁବ୍‌ ଉତ୍କଣ୍ଠିତ ହୋଇପଡ଼ିଥିଲେ କାରଣ ଏହା ନିଶ୍ଚିତ ଭାବେ କିଛି ଚମତ୍କାରିତା ଦେଖାଇବ ବୋଲି ତାଙ୍କର ବିଶ୍ୱାସ ଥିଲା ବୋଲି କହିଥିଲେ ଶ୍ରଦ୍ଧା ।  ଏମିତିକି କାହାଣୀଟି କେଉଁ ବିଷୟକୁ ନେଇ - ଏକଥା ଶୁଣିବା ପାଇଁ ଅପେକ୍ଷା କରିବାକୁ ମଧ୍ୟ ତାଙ୍କର ଧୈର୍ଯ୍ୟ ନଥିଲା ବୋଲି ଶ୍ରଦ୍ଧା କହିଥିଲେ । 

ସୂଚନାଯୋଗ୍ୟ, ଶ୍ରଦ୍ଧା ଅଭିନୀତ ଚଳଚ୍ଚିତ୍ର ‘ସ୍ତ୍ରୀ  ୨’ ଅଗଷ୍ଟ ୧୫ ତାରିଖରେ ମୁକ୍ତିଲାଭ କରିଥିଲା, ଯାହା ଆଜି ଯାଏଁ କିଛି କିଛି ପ୍ରେକ୍ଷାଳୟରେ ପ୍ରଦର୍ଶିତ ହେଉଛି । ମେଡାକ ଫିଲ୍ମସ୍‌ ବ୍ୟାନରରେ ପ୍ରସ୍ତୁତ ଏହି ଫିଲ୍ମରେ ରାଜକୁମାର, ଶ୍ରଦ୍ଧା  କପୁର, ପଙ୍କଜ ତ୍ରିପାଠୀ, ଅଭିଷେକ ବାନାର୍ଜୀ ଓ ଅପାରଶକ୍ତି ଖୁରାନା ପ୍ରମୁଖ ଅଭିନୟ କରିଛନ୍ତି ।  ‘ସ୍ତ୍ରୀ ୨’ ଖୁବ୍‌ ବଢ଼ିଆ ରୋଜଗାର କରି ବକ୍ସ ଅଫିସ୍‌ରେ ବ୍ଲକ୍‌ବଷ୍ଟର ସାବ୍ୟସ୍ତ ହେବା ସହିତ  ଅନେକ ରେକର୍ଡ ଭାଙ୍ଗିବାରେ ସକ୍ଷମ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.