ପ୍ରମୂଖ ଖବର
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ

Published By : Harapriya Sethi | January 13, 2025 8:17 AM

କୋଣାର୍କ,୧୩/୦୧: ସୋମବାର ପ୍ରତ୍ୟୁଷରୁ ଘନ କୁହୁଡି ମାଡ଼ି ଆସିଥିଲା । ବିଶ୍ଵ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର କୁହୁଡି ବଳୟରେ ଲୁଚି ଯାଇଥିଲା। କୁହୁଡି ଯୋଗୁଁ ସକାଳ ୮ଟା ପର୍ଯ୍ୟନ୍ତ ସୂର୍ଯ୍ୟମନ୍ଦିର ଅଦୃଶ୍ୟ ପ୍ରତୀୟମାନ ହୋଇଥିଲା। ଦୂର ଦୂରାନ୍ତରୁ ଆସିଥିବା ପର୍ଯ୍ୟଟକମାନେ ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିନଥିଲେ। କୁହୁଡିରେ ରାସ୍ତା ଘାଟ ଏକ ପ୍ରକାର ଶୂନଶାନ ହୋଇପଡିଥିଲା। ଯାନବାହନ ଚଳାଚଳରେ ବାଧା ଉପୁଜିଥିଲା ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.