ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ମାଲଗୋଦାମ ଯାଞ୍ଚ କଲେ ଯୋଗାଣ ମନ୍ତ୍ରୀ : କଳାବଜାରୀ ନ କରିବାକୁ ତାଗିଦ, ୫ ଗୋଦାମ ମାଲିକଙ୍କୁ ନୋଟିସ

କଟକ, ୨୪।୧୦ :  ଅତ୍ୟାବଶ୍ୟକ ସାମଗ୍ରୀର ସ୍ଥିତି ଯାଞ୍ଚ କରିବା ଉଦ୍ଦେଶ୍ୟରେ  ଯୋଗାଣ ମନ୍ତ୍ରୀ କଟକ ମାଲଗୋଦାମରେ  ଗୁରୁବାର ପହଞ୍ଚିଥିଲେ। ବିଭିନ୍ନ ଗୋଦାମ ଗୃହର ସ୍ଥିତି ଯାଞ୍ଚ କରିଥିଲେ। ଡାଲି ଏବଂ ଚୁଡା ଗୋଦାମରେ ଯୋଗାଣମନ୍ତ୍ରୀ  କୃଷ୍ଣଚନ୍ଦ୍ର ପାତ୍ର ଯାଞ୍ଚ କରିଛନ୍ତି। 

ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି ଏବଂ ସମସ୍ତ ପ୍ରକାରର ଅପାତକାଳୀନ ସ୍ଥିତିକୁ ସାମ୍ନା କରିବା ଲାଗି ସରକାର ପ୍ରସ୍ତୁତ ଅଛନ୍ତି । ତେବେ କୌଣସି ପରିସ୍ଥିତିରେ କଳାବଜାରୀକୁ ପ୍ରଶ୍ରୟ ଦିଆଯିବ ନାହିଁ । ଏପରି ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ଆଗାମୀ ୨ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଖାଦ୍ୟ ଶସ୍ୟ ମହଜୁଦ ରହିଛି ବୋଲି ଯୋଗାଣମନ୍ତ୍ରୀ କହିଛନ୍ତି । ଆବଶ୍ୟକ ମୁତାବକ ଖାଦ୍ୟ ଶସ୍ୟ କଟକ ମାଲଗୋଦାମରେ ମହଜୁଦ ହୋଇ ରହିଛି। ଏବଂ ସରକାର ଚାହିଁଲେ ମାଲଗୋଦାମ ବ୍ୟବସାୟୀ ମାନେ ସବୁ ପ୍ରକାରର ସହଯୋଗ କରିବେ ବ୍ୟବସାୟୀ ସଂଘ କହିଛି। 

 ଅନ୍ୟପକ୍ଷରେ ମନ୍ତ୍ରୀଙ୍କ ଗସ୍ତ ପରେ ୫ ଗୋଦାମ ମାଲିକଙ୍କୁ  ଜିଲ୍ଲା ଯୋଗାଣ ବିଭାଗ ନୋଟିସ ଜାରି କରିଛି। ଖାଉଟି ଦ୍ରବ୍ୟର ନିର୍ଦ୍ଧାରିତ ମୂଲ୍ୟ  ଗୋଦାମ ମାଲିକ ଉଲ୍ଲେଖ ହୋଇ ନଥିବା ଅଭିଯୋଗ ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.