ପ୍ରମୂଖ ଖବର
  • ୧୯୮୪ ଶିଖ୍‌ ଦଙ୍ଗା ମାମଲା, ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ
  • ||
  • ଚିକିଟି ମଦ ମୃତ୍ୟୁ ମାମଲା, ୬ ମାସ ପରେ ଅବକାରୀ କମିଶନରଙ୍କ ତଦନ୍ତ ଆରମ୍ଭ
  • ||
  • ବିଧାନସଭାର CAG ରିପୋର୍ଟ, ମଦନୀତିରେ ଦିଲ୍ଲୀ ସରକାରଙ୍କୁ ୨ ହଜାର କୋଟିର କ୍ଷତି
  • ||
  • ନିମାପଡ଼ାରୁ ନକଲି ପରୀକ୍ଷାର୍ଥୀ ଗିରଫ, ଆଡମିଟ୍ କାର୍ଡରେ ଫଟୋ ମ୍ୟାଚ୍ ନହେବାରୁ ଧରାପଡ଼ିଲେ
  • ||
  • ଚାପଡରେ ହାଣି ପ୍ରେମିକା ସହ ୬ଜଣଙ୍କୁ ବିଭତ୍ସ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଯୁବକ
  • ||
  • ଉଦଳା; ସୀମା ଟପିଗଲା ଅମାନୁଷିକତା। ବିଦ୍ୟାଳୟରେ ପରିସ୍ରା ଓ ବାନ୍ତି କରିଦେଲେ ବୋଲି ଦିବ୍ୟାଙ୍ଗ ଛାତ୍ରୀଙ୍କୁ ନିର୍ଘାତ ମାଡ଼
  • ||
  • ପୋଲିସକୁ ଚକମା ଦେଇ ଚମ୍ପଟ୍ ମାରିବା ବେଳେ ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣା, ଡ୍ରାଇଭର୍ ଫେରାର୍
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ଟକ୍କର, ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍
  • ||
  • ରାଜ୍ୟରେ ୪ଦିନ ଯାଏ ଶୁଖିଲା ପାଗ, ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||
  • ଓଡ଼ିଶାରେ ମୃଦୁ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୧ ରେକର୍ଡ, ବଙ୍ଗୋପସାଗର କେନ୍ଦ୍ରସ୍ଥଳ
  • ||

ରାସନ୍‌ କାର୍ଡକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍, ଆୟକର ଫାଇଲ କରିଥିଲେ ବି କଟିବନି କାର୍ଡ

Published By : Prameya | February 25, 2025 11:39 AM

ଭୁବନେଶ୍ୱର ୨୫/୦୨: ରାସନ୍‌ କାର୍ଡକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍। ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ। ଏନେଇ ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର।ଡୋର ଟୁ ଡୋର ବୁଲି ସର୍ଭେ କରିବେ ଅଧିକାରୀ। ଏନେଇ ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।

ଯୋଗାଣ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଅଭିଯୋଗ ଆସୁଛି କି ଯେଉଁମାନେ ଆୟକର ରିଟର୍ଣ୍ଣ ଫାଇଲ୍ କରୁଛନ୍ତି । ସେମାନଙ୍କ କାର୍ଡ କଟିଯାଉଛି । କିନ୍ତୁ କାହାର କାର୍ଡ କଟିବନି । ଅଧିକାରୀଙ୍କ ପାଖକୁ ଲିଷ୍ଟ ଯାଇଛି । ସେମାନେ ଡୋର ଟୁ ଡୋର ବୁଲି ଦେଖିବେ । କାହାର ଆୟ କେତେ ଅଛି । ତାହାର ତର୍ଜମା ହେବ। ଏହାପରେ ଯାଇ କାର୍ଡ କଟିବ କି ରହିବ । ସେନେଇ ନିଷ୍ପତ୍ତି ନିଆଯିବ ।

ଏପିରିକି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି କି କାହାର ବି କାର୍ଡ କାଟନ୍ତୁ ନାହିଁ କି ଚାଉଳ ବନ୍ଦ କରନ୍ତୁ ନାହିଁ । ପ୍ରକୃତରେ ଯିବ ଗରିବ ଥିବା ତାଙ୍କର କାର୍ଡ ରହିବ । ଯଦି ଧନୀ ଲୋକ ଯଦି କାର୍ଡ ହାତେଇଥିବା ,ତେବେ କଟିବ । ଆପଣମାନେ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ । ଯଦି ଆପଣଙ୍କ କାର୍ଡ କଟିଯାଇଛି । ତେବେ ବିଭାଗକୁ ଜଣାନ୍ତୁ , ଘଟଣାର ତଦନ୍ତ କରି ସେମାନଙ୍କୁ ପୁନଃ ସାମିଲ କରାଯିବ । ତେବେ ଗ୍ରାମାଞ୍ଚଳରେ ମାସିକ ୧୦ ହଜାର ଓ ସହରାଞ୍ଚଳରେ ୧୫ ହଜାର ଆୟ ଥିଲେ କାର୍ଡ କାଟିବାକୁ ନିର୍ଦ୍ଦେଶ ଆସିଛି । ଆମେ ଦେଖୁଛି ଯେଉଁମାନେ ପ୍ରକୃତରେ ଗରିବ ସେମାନଙ୍କର କାର୍ଡ ରହୁ। ସେଥିପାଇଁ ଫିଜିକାଲ ଭେରିଫିକେସନ ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.