ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଲୁଇସିଂଠାରେ ଅନୁଷ୍ଠିତ ହେଲା ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ଉତ୍ସବ ସୁରଭି

ଫିରିଙ୍ଗିଆ,୨୭/୯ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଶିକ୍ଷା ବିଭାଗ ଅଧୀନରେ ଥିବା ଲୁ ଇସିଂ ଶିକ୍ଷା ସାଧନା କେନ୍ଦ୍ର ସ୍ତରୀୟ ଶିଶୁ ଉତ୍ସବ ସୁରଭି ଲୋଇସିଂ ଉନ୍ନୀତ ଉଚ୍ଚବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାକର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସରକାରୀ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ପିଣ୍ଡାଙ୍ଗୀ ସାଧନ କର୍ମୀ ସୁକାନ୍ତ ଦିଗାଲ, ଭୃଙ୍ଗିଯୋଡି ସାଧନ କର୍ମୀ ଅଂଶୀମ ନାଏକ, ଲୁ ଇସିଂ ହାଇସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ମଳିକ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ I ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ଲୁ ଇସିଂ ସାଧନା କେନ୍ଦ୍ର ଅଧୀନରେ ଥିବା ମାଲକେରି, ସୁପ୍ଲା, କୁମେଲସିଂ, ଡା ଙ୍ଗାଣାମୁ, ଭାଟୁଲି, ଲାଠିକୁମ୍ପା, କଡମପାଙ୍ଗା ଓ ଲୋଇସିଂ ପ୍ରାଥମିକ ବିଦ୍ୟାଳୟର ପ୍ରାୟ ୫୦ଜଣ ଛାତ୍ରଛାତ୍ରୀ ଭାଗନେଇ ବିଭିନ୍ନ ପ୍ରକାର କଳା ପ୍ରଦର୍ଶନ କରିଥିଲେ I 

କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାବେଳେ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା I ସେପଟେ ଏହି କାର୍ଯ୍ୟକ୍ରମରେ ଲୁ ଇସିଂ ବିଦ୍ୟାଳୟ ସହ ଅନ୍ୟ ବିଦ୍ୟାଳୟମାନଙ୍କରୁ ଆସିଥିବା ଶିକ୍ଷକଶିକ୍ଷୟିତ୍ରୀମାନେ ମିଳିମିଶି ସହଯୋଗ କରିଥିଲେ I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.