ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର

Published By : Prameya | February 10, 2025 1:59 PM

ଭୁବନେଶ୍ଵର, ୧୦/୦୨ : ଭଡ଼ା ଘରେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ। ଯୌତୁକ ଜନିତ ହତ୍ୟା ଅଭିଯୋଗ ଆଣିଲେ ପରିବାର। ରାୟଗଡ଼ା ଜିଲ୍ଲା ଗୁଣପୁର ଥାନା ଗଣେଶ ନଗର ଠାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁଣପୁର ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ପାରଳାଖେମୁଣ୍ଡି ବିଦ୍ୟାନଗରର ରଶ୍ମୀ ରଞ୍ଜନୀ ବଡକୁମାର ଜଣେ ପୋଷ୍ଟାଲ କର୍ମଚାରୀ। ୨୦୨୪ ଜୁଲାଇ ୩ ତାରିଖରେ ସେ ରାୟଗଡା ଜିଲ୍ଲା ଚନ୍ଦ୍ରପୁର ଗ୍ରାମର ଦେବାଶିଷ ମାଝିଙ୍କୁ ବିବାହ କରିଥିଲେ। ଦେବାଶିଷ ଜଣେ କନେଷ୍ଟବଳ ଭାବେ କାର୍ଯ୍ୟରତ ଅଛନ୍ତି। ସୋମବାର ଗଣେଶ ନଗର ଠାରେ ଏକ ଭଡ଼ାଘରେ ରଶ୍ମୀ ରଞ୍ଜନୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ମୃତକଙ୍କ ବାପା କୁଞ୍ଜ ବିହାରି ବଡକୁମାର ଗୁଣପୁର ଥାନାରେ ଅଭିଯୋଗ କରିଛନ୍ତି। ଝିଅକୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ଟ୍ରେନ୍‌ ବାଥରୁମ୍‌ରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.