ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ସୁଭଦ୍ରା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଗାଁରୁ ସହର ବୁଲି ଲୋକଙ୍କୁ କରିବ ସଚେତନ

ଭୁବନେଶ୍ଵର, ୦୭/୦୯ : ରାଜ୍ୟରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ। ଭୁବନେଶ୍ଵର ମହାତ୍ମା ଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଏହାକୁ ଗ୍ରୀନ୍ ସିଗନାଲ ଦେଖାଇଛନ୍ତି। ଆସନ୍ତା ୧୬ ତାରିଖ ଯାଏଁ ରାଜ୍ୟବ୍ୟାପୀ ଗାଁରୁ ସହର ସବୁଠି ଏହି ସଚେତନତା ରଥ ବୁଲିବ। ଲୋକଙ୍କୁ ସୁଭଦ୍ରା ଯୋଜନା ବାବଦରେ ସଚେତନ କରାଇବ। ସେହିପରି ଅନ୍ୟ ଜିଲ୍ଲାମାନଙ୍କରେ ମନ୍ତ୍ରୀ, ବିଧାୟକ ଓ ସାଂସଦମାନେ ଏହି ସଚେତନତା ରଥର ଉଦଘାଟନ କରିବେ। 

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ଶେଷ ହିତାଧିକାରୀ ଯାଏଁ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଶୀଘର ସୁଭଦ୍ରା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସମୟ ସୀମା ନାହିଁ। ତେଣୁ ମୋ ସେବା କେନ୍ଦ୍ରରେ ଲମ୍ଵା ଧାଡ଼ିରେ ରହିବାକୁ ନିବୃତ୍ତ ରୁହନ୍ତୁ। 

ସୂଚନାନୁଯାୟୀ, ସେପ୍ଟେମ୍ଵର ୧୭ ତାରିଖରୁ ରାଜ୍ୟରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିବ ବିଜେପି ସରକାର। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.