ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବୁଧବାର ମହାପ୍ରଭୁଙ୍କର ହେବ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ସାଧାରଣ ଦର୍ଶନ ବନ୍ଦ

Published By : Prameya | March 4, 2025 11:14 AM

ପୁରୀ, ୦୪/୦୩ : ବୁଧବାର ମହାପ୍ରଭୁଙ୍କର ହେବ ବନକଲାଗି ନୀତି। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ବୁଧବାର ଫାଲଗୁନ:ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ। ଏହି ନୀତି ସମ୍ପାଦନା ପରେ ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହେବ । ପରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନ ଉପରେ ବିରାଜମାନ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ଲାଭ କରିପାରିବେ।

ଏହି ଖବରଟିକୁ ପଢନ୍ତୁ-ଆରଏମ୍‌ସି ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୩ ଗୋଦାମ୍, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ଟିମ୍

 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.