ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଖେଳୁଥିବା ବେଳେ ଝରକା ବନ୍ଧ ପଡ଼ି ଶିଶୁ ପୁତ୍ର ମୃତ

ଯାଜପୁର,୧୭।୩ : ଯାଜପୁର ସଦରଥାନା ଅନ୍ତର୍ଗତ ଶଙ୍ଖନାଳି ଗ୍ରାମରେ ଅଘଟଣ । ଖେଳୁଥିବା ବେଳେ ଝରକା ବନ୍ଧ ପଡି ୮ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି। ମୃତ ଶିଶୁପୁତ୍ର ଜଣକ ହେଲେ ଶଙ୍ଖନାଳି ଗ୍ରାମର ସରୋଜ ପଣ୍ଡା ଙ୍କ ପୁଅ ସତ୍ୟରଞ୍ଜନ ପଣ୍ଡା  ।

ଯାଜପୁର ସଦରଥାନା ଅନ୍ତର୍ଗତ ଶଙ୍ଖନାଳି ଗ୍ରାମର ସରୋଜ ପଣ୍ଡାଙ୍କ ପୁଅ ସତ୍ୟ ରଞ୍ଜନ ଖେଳୁଥିବା ସମୟରେ ଘରର ଝରକା ବନ୍ଧ  ଗାଡିରୁ ଅଲୋଡ  ହୋଇ ଥୁଆ ହୋଇଥିଲା । ହଠାତ ଶିଶୁଟି ଉପରେ ବନ୍ଧଟି ପଡ଼ିଯାଇଥିଲା ।ଶିଶୁଟି କୁ ଗୁରୁତର ଅବସ୍ଥାରେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପରିବାର ଲୋକେ ଭର୍ତ୍ତି କରିଥିଲେ ।ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ । ମୃତ ଖବର ଜାଣିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ଖେଳି ଯାଇଛି ।

ଆହୁରି ପଢନ୍ତୁ : ସ୍କୁଟିକୁ ଧକ୍କା ଦେଲା ମୋ ବସ୍, ସ୍କୁଟି ଚାଳକ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.