ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଲଦାଖରେ ସେନା ଟ୍ୟାଙ୍କ ବୁଡି ୫ ଯବାନଙ୍କ ଶହୀଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର ୨୯.୬ :  ଶୁକ୍ରବାର ରାତିରେ ଲଦାଖରେ  ଯୁଦ୍ଧ ଅଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବାରୁ ପାଞ୍ଚ ଜଣ ଯବାନଙ୍କ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

 ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶର ସୁରକ୍ଷା ପାଇଁ ପ୍ରତିରକ୍ଷା ବାହିନୀ ସର୍ବଦା ପ୍ରସ୍ତୁତି ଅଭ୍ୟାସ କରିଥାଏ। ସହିଦ ଯବାନ ମାନଙ୍କ ବଳିଦାନ ଦେଶର ପ୍ରତିରକ୍ଷା କ୍ଷେତ୍ରରେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ। ଦେଶବାସୀ ସେମାନଙ୍କ ବଳିଦାନକୁ କେବେ ଭୁଲିବେ ନାହିଁ।     ମୁଖ୍ୟମନ୍ତ୍ରୀ ସହିଦ୍ ଯବାନଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.