ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ଜିଲ୍ଲାପାଳଙ୍କୁ ଲାଞ୍ଚ ଦେଇ ଭିଜିଲାନ୍ସ ହାତରେ ଧରାପଡିଲେ କମ୍ପାନୀ ଅଧିକାରୀ

Published By : Prameya | September 11, 2024 11:27 PM

 ବରଗଡ, ୧୧।୯ : ବରଗଡ ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କୁ ଲାଞ୍ଚ ଦେବାକୁ ଉଦ୍ୟମ କରି ଜଣେ କମ୍ପାନୀ ଅଧିକାରୀ ଭିଜିଲାନ୍ସ ହାତରେ  ଧରାପଡିଛନ୍ତି ।  ୨ ଲକ୍ଷ ଟଙ୍କା ଲାଞ୍ଚ ଦେବା ଅଭିଯୋଗରେ କମ୍ପାନୀ ଅଧିକାରୀଙ୍କୁ ଭିଜିଲାନ୍ସ ଗିରଫ କରିଛି।  ଅଧିକାରୀ ଜଣକ ହେଲେ  ଏକ ସିମେଣ୍ଟ କାରଖାନାର ଚିଫ୍ ମ୍ୟାନୁଫେକଚରୀ ଅଫିସର ରାମଦେବ ଗୁଟ୍ଟା। 

ବୁଧବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କମ୍ପାନୀ ଅଧିକାରୀ ରାମଦେବ ପହଞ୍ଚି ଜିଲ୍ଲାପାଳ ଗୋୟଲଙ୍କୁ  ଏକ ମିଠା ପ୍ୟାକେଟ୍‌ ଦେଇଥିଲେ। ତେବେ ମିଠା ପ୍ୟାକେଟକୁ  ନେଇ ଜିଲ୍ଲାପାଳ ସନ୍ଦେହ କରିଥିଲେ । ତାହା ଖୋଲିବା ପରେ ୫୦୦ ଟଙ୍କିଆ ନୋଟ  ଥିବା ମୋଟ ୨ ଲକ୍ଷ ଟଙ୍କା ବାହାରିଥିଲା। ଏହାପରେ ରାମଦେବଙ୍କୁ କାର୍ଯ୍ୟାଳୟରେ ଅଟକ ରଖାଯାଇ ଭିଜିଲାନ୍ସକୁ  ଏ ନେଇ ସେ ସୂଚନା ଦେଇଥିଲେ। ଭିଜିଲାନ୍ସ ଟିମ୍‌ ପହଞ୍ଚି  ରାମଦେବଙ୍କୁ  ଗିରଫ   କରିବା ସହିତ ୨ ଲକ୍ଷ ଟଙ୍କା ଜବତ  କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.