ପ୍ରମୂଖ ଖବର
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ପର୍ଯ୍ୟଟକଙ୍କ ସୁରକ୍ଷାକୁ ନିଶ୍ଚିତ କଲେ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସମସ୍ତ ନିୟମାବଳୀର ଅନୁପାଳନ ପାଇଁ ଓଟିଡିସିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୨/୧୦:  ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ  ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା  ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧୀନରେ ଥିବା ପାନ୍ଥନିବାସରେ ରହୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସେ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ସମୟରେ  ପର୍ଯ୍ୟଟକମାନଙ୍କର ସୁରକ୍ଷା ଓ ସମସ୍ତ ପ୍ରକାର ମୌଳିକ ଆବଶ୍ୟକତାକୁ ସୁନିଶ୍ଚିତ କରାଯିବ। "ଅତିଥି ଦେବୋ ଭବଃ' ନୀତିକୁ ଅବଲମ୍ବନ କରି ଓଡ଼ିଶା ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ନିମେନ୍ତ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସମସ୍ତ  ନିୟମାବଳୀର ଉପଯୁକ୍ତ ଅନୁପାଳନ ପାଇଁ ସେ ଓଟିଡିସିକୁ ନିର୍ଦ୍ଦେଶ ଦେଇଛନ୍ତି ।

  • PrameyaOdia
  • prameya
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.