ପ୍ରମୂଖ ଖବର
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ବୃଦ୍ଧଙ୍କୁ ଦଳି ଦେଲା ହାତୀ !

Published By : Prameya | May 18, 2025 11:23 PM

ମାନେଶ୍ବର/ପିଆବାହାଲ, ୧୮/୫  : ପିଆବାହାଲ ରେଞ୍ଜ ହିରୋ ମୌଜା ମଜୁରିଆପଡ଼ା ନିକଟରେ ଆଜି ରାତି ପ୍ରାୟ ୮ଟାରେ ଜଣେ ସାଇକଲ ଆରୋହୀ ବୃଦ୍ଧଙ୍କୁ ହାତୀ ଦଳି ଦେଇଛି। ମୃତକ ଜଣକ ନିକଟସ୍ଥ ଡଙ୍ଗରପଡ଼ା ଚିଲିକାମ ଗାଁର ଶ୍ୟାମସୁନ୍ଦର ପ୍ରଧାନ(୬୫)। ଖବର ଲେଖାଯିବା ପର୍ଯ୍ୟନ୍ତ ତାଙ୍କ ମୃତ ଦେହ ଘଟଣାସ୍ଥଳରେ ପଡ଼ି ରହିଛି। ଘଟଣାସ୍ଥଳରେ ବନ କର୍ମଚାରୀ ଓ ଯୁଯୁମୁରା ପୋଲିସ୍ ପହଞ୍ଚି ତଦନ୍ତ କରୁଛନ୍ତି। 

ସୂଚନା ଅନୁସାରେ ଶ୍ୟାମସୁନ୍ଦର ସାଇକଲ ଯୋଗେ କୌଣସି କାମରେ ନିକଟସ୍ଥ ଜଙ୍ଗଲ ଦେଇ ଏକ କିଲୋମିଟର ଦୂର ନୂଆଁମୁଣ୍ଡା ଗାଁକୁ ଯାଇଥିଲେ। ସେଠାରୁ ରାତିରେ ଘରକୁ ଫେରୁଥିବା ସମୟରେ ଏହି ଅଘଟଣ ଘଟିଛି। ବାଟରେ ମଜୁରିଆପଡ଼ାଠାରେ ଶ୍ୟାମସୁନ୍ଦର ଏକ ଛଅ ଘରିଆ ହାତୀପଲଙ୍କ ହାବୁଡ଼ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଦଳି ଦେଇଥିବା ସନ୍ଦେହ କରାଯାଉଛି। ଦୀର୍ଘ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକ ତାଙ୍କୁ ଖୋଜିବାକୁ ଯାଇଥିଲେ। ପଡ଼ୋଶୀ ଓ ସ୍ଥାନୀୟ ଲୋକଙ୍କ ସହ ଖୋଜାଖୋଜି କରିବା ପରେ ମଜୁରିଆପଡ଼ା ନିକଟରେ ତାଙ୍କର ମୃତଦେହ ମିଳିଥିଲା। ପ୍ରାଥମିକ ତଦନ୍ତରୁ ଏହା ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ବନ ବିଭାଗ କହିଛି। କିନ୍ତୁ ଶବ ବ୍ୟବଚ୍ଛେଦ ପରେ ଘଟଣା ସତ ଜଣାପଡ଼ିବ ବୋଲି ସମ୍ବଲପୁର ଏସିଏଫ୍ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.