ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ସରିଲା ପ୍ରଥମ ଦିନର ମାଟ୍ରିକ୍ ପରୀକ୍ଷା, ମାତୃଭାଷା ପ୍ରଶ୍ନପତ୍ର ଆଶାନୁରୂପ ଥିବା କହିଲେ ଛାତ୍ରଛାତ୍ରୀ

ଭୁବନେଶ୍ଵର, ୨୦/୦୨ : ସରିଲା ପ୍ରଥମ ଦିନର ମାଟ୍ରିକ୍ ପରୀକ୍ଷା। ପରୀକ୍ଷା କେନ୍ଦ୍ରରୁ ଵାହାରିଵା ପରେ ପ୍ରଶ୍ନପତ୍ରକୁ ନେଇ ଵେଶ୍ ସନ୍ତୋଷ ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ। ମାତୃଭାଷାର ପ୍ରଶ୍ନପତ୍ର ଖୁବ୍ ଭଲ ଥିଲା ଓ ପରୀକ୍ଷା ପ୍ରଶ୍ନ ଆଶାନୁରୂପ ଥିଲା ଵୋଲି ପରୀକ୍ଷାର୍ଥୀମାନେ କହିଛନ୍ତି।  

ପରୀକ୍ଷା ୯ଟା ବେଳେ ଆରମ୍ଭ ହେଉଥିବା ଵେଳେ ସକାଳ ସାଢେ ୭ଟାରୁ ପରୀକ୍ଷ ହଲକୁ ପ୍ରଵେଶ କରିଵା ବ୍ୟବସ୍ଥାକୁ ନାପସନ୍ଦ କରିଛନ୍ତି ଛାତ୍ରଛାତ୍ରୀ। ସେପଟେ ପରୀକ୍ଷାକେନ୍ଦ୍ର ବାହାରେ ଚେକିଂ ସଠିକ୍ ଭାବେ ହୋଇନଥିଵା କହିଛନ୍ତି ଵୋର୍ଡ ସଭାପତି। କେତେକ ପରୀକ୍ଷା କେନ୍ଦ୍ରରେ ସିଟିଂ ଆରେଞ୍ଜମେଣ୍ଟ ଠିକ୍ ଭାବେ ହୋଇନଥିଵା ଵୋର୍ଡ ସଭାପତି କହିଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.