ପ୍ରମୂଖ ଖବର
  • ମୁନିଗୁଡ଼ା : ରେଳ ଧାରଣାରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ୱର : ଅଳିଆ ଗଦାରେ ଲାଗିଲା ନିଆଁ, ୫୦ ଫୁଟ ଉଚ୍ଚରେ ଉଠିଲା ଧୂଆଁ
  • ||
  • କେନ୍ଦୁଝର : ବସ୍ ଧକ୍କାରେ ଓଲଟିଲା ନାଇଟ୍ ପାଟ୍ରୋଲିଂ ପୋଲିସ୍ ଗାଡ଼ି, ଅଳ୍ପକେ ବର୍ତ୍ତିଲେ ୫ଜଣ ପୋଲିସ୍ କର୍ମଚାରୀ
  • ||
  • ସାଲେପୁର : ଗୋରୁ ଚମଡା ସହ ବାଇକ୍‌ ଜବତ, ଜଣେ ଗିରଫ
  • ||
  • ଜାନୁଆରୀ ୧୫ରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
  • ||
  • ମୟୂରଭଞ୍ଜ : ଶୌଚ ପାଇଁ ଯାଇଥିବା ବେଳେ ଦଳିଦେଲେ ହାତୀପଲ, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ସୁନ୍ଦରଗଡ଼ : ହୁଣ୍ଡାଇ ସୋରୁମ୍‌ରେ ବନ୍ଧୁକ ଦେଖାଇ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ କାଗଜ ପତ୍ର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ମାଲକାନଗିରି: ପାଇଖାନା ଟାଙ୍କିରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣା ହ୍ରାସ ପାଇଁ ବସ୍‌ରେ ଲାଗିବ ସ୍ମାର୍ଟ ଡିଭାଇସ୍‌
  • ||
  • ସିଡନୀ ଟେଷ୍ଟ: ଘାଇଲା କଲେ ଭାରତୀୟ ବୋଲର, ୧୮୧ରନରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ସୋର : ଶୋଇଥିବା ବେଳେ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ଆଉ ୪ ଦିନ କଳବଲ କରିବ ଶୀତର ପ୍ରକୋପ, ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୩ ଡିଗ୍ରୀ ତଳକୁ ଖସିବ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ଶୀତ ଲହରୀ ଜାରି, ରାତିରେ ୧୦ ଡିଗ୍ରୀ ତଳକୁ ଖସୁଛି ପାରଦ
  • ||
  • କୋରାପୁଟରେ ୪ ଡିଗ୍ରୀ ତଳକୁ ଖସିଲା ପାରଦ, ଶୀତ ଲହରୀ ସାଙ୍ଗକୁ ତୁଷାରପାତ
  • ||

ଏଣିକି ମାଳମାଳ ପ୍ରେସକ୍ରିପସନ୍ ଧରି ବୁଲିବେନି ରୋଗୀ, ଆଭା କାର୍ଡରେ ରହିବ ସମସ୍ତ ତଥ୍ୟ

Published By : Prameya | January 2, 2025 12:17 PM

ଭୁବନେଶ୍ଵର, ୦୨/୦୧ : ଏଣିକି ଆଉ ମାଳମାଳ ପ୍ରେସକ୍ରିପସନ୍ ଧରି ବୁଲିବେନି ରୋଗୀ। ପ୍ରେସ୍‌କ୍ରିପସନ୍‌ରୁ ମୁକ୍ତି ଦେବ ଆଭା କାର୍ଡ। ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା। ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲ୍‌ଥ ମିଶନ। ସୂଚନା ଦେଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

ସୂଚନାନୁଯାୟୀ, ନ୍ୟାସନାଲ ହେଲ୍‌ଥ ଅଥରିଟି ଅଧୀନରେ ରହିବ ଆଭା କାର୍ଡ। ଏହାର ନାଁ ରହିବ ଆୟୁଷ୍ମାନ ଭାରତ ହେଲ୍‌ଥ ଆକାଉଣ୍ଟ୍ ବା ଆଭା କାର୍ଡ। ଲୋକମାନେ ଏଥିରେ ରେଜିଷ୍ଟ୍ରେସନ କରିପାରିବେ। କ୍ୟୁ ଆର୍ କୋର୍ଡ ସ୍କାନ୍ କଲେ ପୂର୍ବ ରୋଗ ସମ୍ବନ୍ଧୀୟ ସବୁ ଡାଟା ପାଇବେ। ଏହି କାର୍ଡ ଅନଲାଇନ୍‌ରେ ଆବେଦନ କରିହେବ। ଆୟୁଷ୍ମାନ ଭାରତ ସହିତ ଏହି କାର୍ଡ ମିଳିବ। ଫେବୃଆରୀ ପୂର୍ବରୁ କାର୍ଡ ବାଣ୍ଟିବା ନେଇ ଯୋଜନା କରୁଛନ୍ତି ସରକାର।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.