ପ୍ରମୂଖ ଖବର
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ମ୍ୟାଜିକ୍ ନମ୍ବର ଛୁଇଁଲା ହୀରାକୁଦର ଜଳସ୍ତର

ସମ୍ଵଲପୁର, ୨୧/୦୯ : ମ୍ୟାଜିକ୍ ନମ୍ବର ଛୁଇଁଲା ହୀରାକୁଦର ଜଳସ୍ତର। ଚଳିତ ବର୍ଷ ପ୍ରଥମ କରି ହୀରାକୁଦ ଜଳସ୍ତର ସର୍ବୋଚ୍ଚ ସୀମା ଛୁଇଁଛି। ଶନିବାର ସକାଳ ୯ଟା ପରେ ଜଳସ୍ତର ମ୍ୟାଜିକ ନମ୍ବର ୬୩୦ ଫୁଟ ଛୁଇଁଛି। 

ସୂଚନାନୁଯାୟୀ, ଶନିବାର ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରକୁ ୫୬ ହଜାର ୩୯୨ କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ ୩୭,୩୩୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ଆଗକୁ ମୌସୁମୀ ଅବଧି ସରିବାକୁ ଥିବା ବେଳେ ରୁଲ କର୍ଭ ଅନୁଯାୟୀ ସେପ୍ଟେମ୍ବର ଶେଷ ସୁଦ୍ଧା ଜଳସ୍ତରକୁ ସର୍ବୋଚ୍ଚ ସ୍ତରରେ ରଖିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ। ବର୍ତ୍ତମାନ ସମସ୍ତ ଗେଟ୍ ବନ୍ଦ ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.