ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ମା’ ସମଲେଇଙ୍କ ପାଖରେ ପହଞ୍ଚିଲା ନୂଆ ଧାନ, ଚାଉଳ ସଂଗ୍ରହ ପରେ ନବାନ୍ନ ପ୍ରସ୍ତୁତ କରିବେ ପୂଜକ

ସମ୍ବଲପୁର ୦୩/୦୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ପହଞ୍ଚିଲେ ନୂଆ ଧାନ । ମା’ ସମଲେଇଙ୍କ ମନ୍ଦିରରେ ପହଞ୍ଚିଲା ନୂଆ ଧାନ । ବଲବସପୁର ଗ୍ରାମର ସୁବାସ ବେହେରା ନୂଆ ଧାନ ନେଇ ମନ୍ଦିର କର୍ତ୍ତୃପକ୍ଷଙ୍କୁ ପ୍ରଦାନ କଲେ।  ମନ୍ଦିରରେ ଧାନ ପହଞ୍ଚିବା ପରେ ନୀତିକାନ୍ତି ପୂର୍ବକ ପୂଜାର୍ଚ୍ଚନା କରାଗଲା । ଏହି ଧାନରୁ ପୂଜକମାନେ ନିଷ୍ଠାର ସହିତ ଚାଉଳ ସଂଗ୍ରହ କରିବା ସହିତ ସେଥୁରୁ ନବାନ୍ନ ପ୍ରସ୍ତୁତ କରିବେ।

ଗତ ବର୍ଷ ମଧ୍ୟ ଶ୍ରୀ ବେହେରା ମନ୍ଦିରକୁ ଧାନ ପ୍ରଦାନ କରିଥିଲେ। ମା’ଙ୍କ ମନ୍ଦିରକୁ ପ୍ରଦାନ କରାଯାଉଥିବା ଧାନ ଚାଷ ନିମନ୍ତେ ସ୍ଵତନ୍ତ୍ର ଭାବେ ଶ୍ରୀ ବେହେରା ଏହାର ଚାଷ କରିଥାନ୍ତି। ଯେପରି କୌଣସି ଚଢ଼େଇ ଉକ୍ତ ଧାନ ନ ଖାଇବେ ସେଥିପାଇଁ ସେ ସ୍ଵତନ୍ତ୍ର ବ୍ୟବସ୍ଥା କରିଥାନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.