ପ୍ରମୁଖ ଖବର
  • ଦିଲ୍ଲୀ ଏନସିଆରର ୫୦ରୁ ଉର୍ଦ୍ଧ୍ଵ ସ୍କୁଲରେ ଖଞ୍ଜା ହୋଇଛି ବମ୍ ! ଧମକପୂର୍ଣ୍ଣ ଇମେଲ୍ ଆସିବା ପରେ ଚାରିଆଡ଼େ ଚାଞ୍ଚଲ୍ୟ
  • ||
  • ଶ୍ରମିକ ଦିବସ; ଦୁର୍ଦ୍ଦିନରେ ଘରୋଇ ସହାୟିକା, ସରକାରୀ ସହାୟତାରୁ ହେଉଛନ୍ତି ବଞ୍ଚିତ
  • ||
  • ବିଜେଡି ବିଧାୟକ ପ୍ରାର୍ଥୀ ସୁଶାନ୍ତଙ୍କ ନାଁରେ ୮ କୋଟିର ଅସ୍ଥାବର ସମ୍ପତ୍ତି; ସ୍ତ୍ରୀଙ୍କ ନାଁରେ ୧୬ କୋଟିର ସମ୍ପତ୍ତି, ୧୫୦ ଗ୍ରାମ ସୁନା
  • ||
  • ବିଳମ୍ୱ ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ, ଧିମେଇଛି ଡିଜିଟାଲ ସାର୍ଟିଫିକେଟ୍ ପ୍ରସ୍ତୁତି କାମ
  • ||
  • ବଡ଼ବିଲ : କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ସାଲେପୁର : ଟ୍ରାକ୍ଟର ତଳେ ଚାପିହୋଇ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ସମେତ ୪ ଆହତ
  • ||
  • ଅଗ୍ନିକୁଣ୍ଡ ପାଲଟିଲା ସାରା ରାଜ୍ୟ, ୬ରୁ ଆଶ୍ୱସ୍ତି... ୭ରେ ବର୍ଷା
  • ||
  • ୧୧୪ ଡିଗ୍ରୀ ଫାରେନହାଇଟ୍‌ରେ କଲବଲ, ଅଂଶୁଘାତର ଶିକାର ହୋଇ ୩୦ଜଣ ହସ୍ପିଟାଲ ଗଲେ
  • ||

ବ୍ୟାଙ୍କରେ ବନ୍ଧୁକ ଦେଖାଇ ଲୁଟି ନେଲେ ଦୁର୍ବୃତ୍ତ, ୧୨ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଲୁଟ୍

ବରଗଡ଼, ୧୮/୪ : ବରଗଡ଼ ଜିଲ୍ଲା ବରପାଲିଠାରେ ବଡ଼ ଧରଣର ଲୁଟ୍ । ସହରରେ ଥିବା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ୧୨ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଲୁଟ । ଦୁଇ ଜଣ ଦୁର୍ବୃତ୍ତ ମୁଖା ପିନ୍ଧି ଆସି ବ୍ୟାଙ୍କ ଭିତରେ ପଶି ଲୁଟ୍ କରିଛନ୍ତି । ପ୍ରକାଶ ଯେ, ଦୁଇ ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଲୁଟ୍ କରିଥିବାବେଳେ ଜଣେ ଯୁବକ ମହିଳା ବସ୍ତ୍ର ପରିଧାନ କରିଥିବା ସୂଚନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.