ପ୍ରମୂଖ ଖବର
  • ମୋହନା : ଶାଗୁଆନ କାଠ ବୋଝେଇ ପିକଅପ୍ ଗାଡ଼ି ଜବତ, ଜଣେ ଗିରଫ
  • ||
  • ଭରତପୁର ଥାନା ବିବାଦ ଘଟଣା: ନୋଟିସ ପରେ କମିଶନଙ୍କ ନିକଟରେ ହାଜର ହେଲେ ସମସ୍ତେ
  • ||
  • ଜୟରାମପୁର ଗାଁରେ ଅଘଟଣ, ବୃଦ୍ଧାଙ୍କୁ କାମୁଡ଼ି ମାରିଦେଲା ପାଗଳ କୁକୁର
  • ||
  • ନୂଆପଡ଼ା:ପାଳଗଦାରେ ନିଆଁ ଲଗାଇ ଦେଲା ବୋଲି ୭ ବର୍ଷର ନାବାଳକଙ୍କୁ ମାଡ ମାରି ଜାଳନ୍ତି ନିଆଁରେ ଫିଙ୍ଗି ଦେଲା ମାଲିକ
  • ||
  • ବୌଦ୍ଧ ପୋଲିସର ବଡ଼ ସଫଳତା: ଦୁଇଟି ଥାନା ଅଞ୍ଚଳରୁ ୧ ଲକ୍ଷ ୨୦ ହଜାର ଗଞ୍ଜେଇ ଗଛ ନଷ୍ଟ
  • ||
  • ଘଟଗାଁ : ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଡ୍ରାଇଭର ଗୁରୁତର
  • ||
  • ଜୟପୁର : ରାଣୀଗଡର ତେଲିଙ୍ଗିରି ଡ୍ୟାମରୁ ପାଣି ଲିକ୍‌, ରବି ଫସଲ ପ୍ରଭାବିତ ହେବାର ଆଶଙ୍କା
  • ||
  • ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ତ୍ରିବିକ୍ରମ ବେଶ, ଶ୍ରୀକ୍ଷେତ୍ରରେ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
  • ||
  • ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର, ଲାଗି ହେଲା ଗଜଭୋଗ ଓ ତରଣ
  • ||

ଆଜି ରାଜ୍ୟ କ୍ୟାବିନେଟ୍‌, ଜାତୀୟ ଶିକ୍ଷାନୀତିରେ ବାଜିପାରେ ମୋହର

ଭୁବନେଶ୍ୱର,୧୩/୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ବସିବ । ଅପରାହ୍ନ ୪ଟାରେ ଏ ବୈଠକ ବସିବାକୁ କାର୍ଯ୍ୟସୂଚି ଧାର୍ଯ୍ୟ ହୋଇଛି । ନିର୍ଦ୍ଦିଷ୍ଟ ଭାବେ ଏଜେଣ୍ଡା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ସରକାର ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତି ଲାଗୁ କରିବାକୁ ଯାଉଥିବାରୁ କ୍ୟାବିନେଟ୍‌ ଏ ପ୍ରସ୍ତାବରେ ମୋହର ମାରିପାରେ । ଏ ସଂପର୍କିତ ବିଜ୍ଞପ୍ତି ବିଧିବଦ୍ଧ ଜାରି ହୋଇଛି । ଏହାଛଡ଼ା ଅନ୍ୟ କିଛି ବିଭାଗର ପ୍ରସ୍ତାବରେ ମଧ୍ୟ କ୍ୟାବିନେଟ୍‌ ମୋହର ବାଜିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.