ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଗିରଫ ପ୍ରତିବାଦରେ ତାତିଲେ ଗ୍ରାମବାସୀ, କାଶୀପୁର ଥାନାରେ ପଶି କଲେ ଭଙ୍ଗାରୁଜା

ରାୟଗଡ଼ା, ୧୯।୯ : ଜଣେ ବ୍ୟକ୍ତିଙ୍କ ଗିରଫକୁ ନେଇ ତାତିଲେ ଗ୍ରାମବାସୀ। ଶତାଧିକ ଲୋକ ରାୟଗଡା ଜିଲ୍ଲା  କାଶୀପୁର ଥାନା ପରିସରରେ ଘଟଣାଇଛନ୍ତି ତୁମୁଳ କାଣ୍ଡ । କାଶୀପୁର ଥାନାରେ ପଶି ଚାରି ଗ୍ରାମବାସୀ ସଂଘବଦ୍ଧ ଆକ୍ରମଣ  କରିବା ସହ  ଭଙ୍ଗାରୁଜା କରିଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।

 ସୁଙ୍ଗେର ପଞ୍ଚାୟତ ବନ୍ତେଜ ଗ୍ରାମର କାର୍ତ୍ତିକ ନାୟକଙ୍କୁ ଆଜି କାଶୀପୁର ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଖଣି ଖନନକୁ ବିରୋଧ କରି ଆନ୍ଦୋଳନରେ ସାମିଲ ହୋଇଥିଲେ କାର୍ତ୍ତିକ। ତେବେ କାର୍ତ୍ତିକଙ୍କୁ ପୁଲିସ ବେଆଇନ ଭାବେ ଗିରଫ କରିଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଏହାର ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବନ୍ତେଜ, ସରମ୍ବାଇ, କଣ୍ଟାମାଳ ଓ ବଣ୍ଡେଲ ଗ୍ରାମବାସୀ ଏକତ୍ରିତ ହୋଇଥିଲେ।

 ଏହାପରେ ମିଳିତଭାବେ ଆସି କାଶୀପୁର ଥାନା ଘେରାଉ କରିଥିଲେ। ଧିରେ ଧିରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ଶତାଧିକ ପୁରୁଷ ଓ ମହିଳା ମିଳିତ ଭାବେ ଥାନା ଉପରେ ଆକ୍ରମଣ କରିଥିଲେ। ଥାନାର କବାଟ ଓ ଝରକା ସମେତ ଚୌକି ଭାଙ୍ଗି ସେଠାରେ ହିଁ ନିଆଁ ଲଗାଇଥିଲେ। ଏହାପରେ ପୁଲିସ ଲୋକମାନଙ୍କୁ ବୁଝାସୁଝା କରି ଘଉଡାଇଥିଲେ। ତଥାପି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.