ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ସୁଭଦ୍ରା ଯୋଜନାର ବର୍ଷ ହେବ ୨୦୨୫, ୩ ଥର ମିଳିବ ଟଙ୍କା

Published By : Prameya | December 30, 2024 12:19 PM

ଭୁବନେଶ୍ଵର, ୩୦/୧୨ : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଅପଡେଟ୍ । ୨୦୨୫ରେ ମହିଳାଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ ଦଫାର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ମାର୍ଚ୍ଚ ୮ ଓ ରକ୍ଷାବନ୍ଧନରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନୂଆବର୍ଷରେ ମା'ମାନେ ନୂଆ ଖବର ପାଇବେ। ନୂଆ ବର୍ଷରେ ମା'ମାନଙ୍କୁ ସୁଭଦ୍ରା ଆଶୀର୍ବାଦ କରନ୍ତୁ। ସମସ୍ତଙ୍କୁ ଟଙ୍କା ମିଳିବ। ୨୫ ମସିହାରେ ମା'ମାନଙ୍କୁ ୩ ଥର ଟଙ୍କା ମିଳିବ। ୨୫ ମସିହାରେ ଚତୁର୍ଥ ପର୍ଯ୍ୟାୟ ସହ ମାର୍ଚ୍ଚ ୮ରେ ଏବଂ ରକ୍ଷା ବନ୍ଧନରେ ଟଙ୍କା ମିଳିବ। ତେଣୁ ୨୫ରେ ସୁଭଦ୍ରା ହିଁ ସୁଭଦ୍ରା ହେବ। ଜାନୁଆରୀ ପ୍ରଥମ ସପ୍ତାହରେ ପୁରା ସର୍ଭେ ସରିବ। ଆଜି ଫିଲ୍ଡ ରିପୋର୍ଟ ଆସିବ। ରିପୋର୍ଟ ଅନୁସାରେ ପଦକ୍ଷେପ ନିଆଯିବ। ଜାନୁଆରୀ ପ୍ରଥମ ସପ୍ତାହରେ ପୁରା ତଥ୍ୟ ସାମ୍ନାକୁ ଆସିବ। କେତେ ଗ୍ରାଉଣ୍ଡ ରିଆଲିଟିରେ ହେଲା ତାହା ମଧ୍ୟ ସ୍ପଷ୍ଟ ହେବ। ସମସ୍ତଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବା ପାଇଁ ସମୟ ନିଆଯାଉଛି। ଯେମିତି କେହି ବଞ୍ଚିତ ନହୁଅନ୍ତି ତାକୁ ଗୁରୁତ୍ୱ ଦିଆଯାଉଛି। 



  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.