ପ୍ରମୁଖ ଖବର
  • ଆଇପିଏଲ 2024: ଆଜି ମୁହାଁମୁହିଁ ହେବେ ସନରାଇଜର୍ସ ହାଇଦ୍ରାବାଦ-ରାଜସ୍ଥାନ ରୟାଲ୍ସ
  • ||
  • ବଲାଙ୍ଗୀର ଯିବେ ମୁଖ୍ୟମନ୍ତ୍ରୀ, ହିଞ୍ଜିଳି ପରେ କଣ୍ଟାବାଞ୍ଜିରୁ ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ
  • ||
  • ଆହୁରି ତିନି ଦିନ ଯାଏ ପ୍ରଚଣ୍ଡ ତାତି, ହିଟ୍ଓ୍ବେବ ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
  • ||
  • ଭୁବନେଶ୍ୱର ​‌ଲୋକସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଭରିବେ ଅପରାଜିତା ଷଡ଼ଙ୍ଗୀ ଓ ମନ୍ମଥ ରାଉତରାୟ
  • ||

ଛୁରି ଭୁସି ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

କେନ୍ଦ୍ରପଡ଼ା, ୧୮/୪ : କେନ୍ଦ୍ରାପଡ଼ା ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ଗୁରୁବାର ଜନୈକ ଯୁବକଙ୍କୁ ଛୁରି ଭୁସି  ହତ୍ୟା କରାଯାଇଛି । ଯୁବକ ଜଣଙ୍କ ଅକ୍ଷୟ ଖଟୁଆ ବୋଲି ଜଣାପଡ଼ିଛି । ଯୁବକଙ୍କୁ ୧୬ଥର ଛୁରି ଭୁସା ଯାଇଛି । ଏହି ଘଟଣା ପରେ ଦୁର୍ବୃତ୍ତକୁ ସ୍ଥାନୀୟ ଲୋକେ କାବୁ କରିଛନ୍ତି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ଏହି ହତ୍ୟାକାଣ୍ଡ କ’ଣ ପାଇଁ ହୋଇଛି ତା’ର କାରଣ ଅସ୍ପ‌ଷ୍ଟ ରହିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.