ପ୍ରମୂଖ ଖବର
  • ଯାଜପୁର : ଋଣ ଭାର ସହି ନପାରି ଜୀବନ ହାରିଲେ ଦମ୍ପତି, ପୋଲିସର ତଦନ୍ତ ଆରମ୍ଭ
  • ||
  • ଖଣ୍ଡଗିରି କୁମ୍ଭମେଳାରେ ଅଶ୍ଳୀଳ ନୃତ୍ୟକୁ ବିରୋଧ, ଠେଙ୍ଗା ପୂଜା କଲେ ଏକାମ୍ର ବିଧାୟକ
  • ||
  • ଲୁଟ୍‌ ଘଟଣାରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା: କହିଲେ ରାତି ହେଲେ ଛାତି ଥରୁଛି
  • ||
  • ଦାରିଙ୍ଗବାଡ଼ି : ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର
  • ||
  • ଭୁବନେଶ୍ୱର : ଷ୍ଟାର୍ ହୋଟେଲ୍ ବାହାଘରରୁ ଚୋରି, ନଗଦ ୨.୫ ଲକ୍ଷ ସହ ସବୁ ଗହଣା ନେଇଗଲେ ୨ ଲୁଟେରା
  • ||
  • ମାନସିକ ରୋଗୀ ନିର୍ଯାତନା ଘଟଣା: ‘ସମର୍ଥ’ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ ପୁଲିସ
  • ||
  • ୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ
  • ||
  • ଧୂର୍ତ୍ତ ଯୋଡି ହଂସିତା-ଅନୀଲଙ୍କ ବଢ଼ିଲା ଅଡୁଆ, ଆଜି ଜେଲ୍‌ରେ ଜେରା କରିବ ଆୟକର ବିଭାଗ
  • ||
  • ଭୁବନେଶ୍ୱର : ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ
  • ||
  • କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ
  • ||
  • ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ତାତି: ପ୍ରଥମ ଥର ୩୬ ଡିଗ୍ରୀ ପାର୍ କଲା ପାରଦ, ୫ ସହର ୩୫ ଡିଗ୍ରୀ ଉପରେ
  • ||
  • ଜଳେଶ୍ୱର : କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର
  • ||

ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା, ସମସ୍ତ ନିୟମ ମାନି ସାମିଲ ହେବାକୁ ଅପିଲ୍

Published By : Harapriya Sethi | February 2, 2025 2:50 PM

ଭୁବନେଶ୍ୱର, ୦୨/୦୨: ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ସେଥିପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ଦାୟିତ୍ୱରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ ଅତିରିକ୍ତ ଏସପିଙ୍କ ସହ ୧୩ ଡିଏସପି, ୩୯ ଇନ୍ସପେକ୍ଟର ନିୟୋଜିତ ହେବେ । ବୁଡ଼ ସ୍ଥାନ ଓ ସମୁଦ୍ର କୂଳରେ ଲାଇଫ ଗାର୍ଡ ମୁତୟନ ରହିବେ । ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୋଲିସର ସମସ୍ତ ନିୟମ ମାନି ଚନ୍ଦ୍ରଭାଗା ବୁଡରେ ସାମିଲ ହେବାକୁ ଅପିଲ୍ କଲେ ପୁରୀ ଏସପି ବିନୀତ ଅଗ୍ରୱାଲ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.