ପ୍ରମୂଖ ଖବର
  • ଚତୁର୍ଥ ଦିନ ଖେଳ ଶେଷ, ଇଂଲଣ୍ଡର ସ୍କୋର ୩୩୯/୬; ପଞ୍ଚମ ଦିନ ଆସିବ ଓଭାଲ୍ ଟେଷ୍ଟର ରେଜଲ୍ଟ
  • ||
  • ବିହାରରୁ ଦିଲ୍ଲୀ SIR ବିବାଦ ତୀବ୍ର: ଜୁଲାଇ ୭ରେ ଇଣ୍ଡି ମେଣ୍ଟର ବୈଠକ
  • ||
  • ଉତ୍ତର ପ୍ରଦେଶରେ ବନ୍ୟା ବିତ୍ପାତ, ୧୪ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଦୁଇଟି EPIC ନମ୍ବର ମାମଲାରେ ଫସିପାରନ୍ତି ତେଜସ୍ୱୀ ଯାଦବ, ନୋଟିସ୍ ପଠାଇଲେ ନିର୍ବାଚନ କମିଶନ୍
  • ||
  • ଆନ୍ଧ୍ରପ୍ରଦେଶ ବାଲିକୁରୁମା ପଥର ଖଣିରେ ବିସ୍ଫୋରଣ, ୯ ମୃତ
  • ||
  • କନ୍ଧମାଳ : ବସ୍‌ ସାମ୍ନାକୁ ଚାଲି ଆସିଲା ଜଙ୍ଗଲୀ ଦନ୍ତା, ଯାତ୍ରୀ ଭୟଭୀତ
  • ||
  • MVI ବାବୁଙ୍କ ଅମାପ ସମ୍ପତ୍ତି ଦେଖି ଭିିଜିଲାନ୍ସ ଟେରା, ଲକ୍ଷାଧିକ ଟଙ୍କା ସହ ୩୬ଟି ପ୍ଲଟ୍‌ ଠାବ
  • ||
  • ଉତ୍ତରପ୍ରଦେଶରେ ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା ଗାଡ଼ି, ୧୧ ମୃତ, ୨ ଆହତ
  • ||
  • ଡିଭିଲିୟର୍ସଙ୍କ ବିସ୍ଫୋରକ ଶତକ, ସାଉଥ୍ ଆଫ୍ରିକା ଚାମ୍ପିଅନ୍‌, ହାରିଲା ପାକିସ୍ତାନ
  • ||
  • ସୁନ୍ଦରଗଡ଼: ରେଳ ଧାରଣା ଉଡ଼ାଇଲେ ମାଓବାଦୀ, ମାଲବାହୀ ଟ୍ରେନ ଚଳାଚଳ ବନ୍ଦ
  • ||
  • ରାଉରକେଲା; ବ୍ରାହ୍ମଣୀ ନଦୀକୁ ଡେଇଁ ଯୁବକ ନିଖୋଜ, ସର୍ଚ୍ଚ ଅପରେସନ ଜାରି
  • ||
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ଅଭିନେତ୍ରୀ ରମ୍ୟାଙ୍କୁ ହତ୍ୟା ଧମକ, ୨ ଜଣଙ୍କୁ ବାନ୍ଧିଲା ପୁଲିସ୍

Published By : Krishna Priya | August 3, 2025 1:06 PM

ନୂଆଦିଲ୍ଲୀ ୦୩/୦୮: ପୂର୍ବତନ ସାଂସଦ ତଥା ଦକ୍ଷିଣ ଭାରତୀୟ ଫିଲ୍ମ ଅଭିନେତ୍ରୀ ରମ୍ୟାଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ବେଙ୍ଗାଲୁରୁ ପୁଲିସ ୨ ଜଣଙ୍କୁ ଗିରଫ କରିଛି। ଏହା ବ୍ୟତୀତ ଅନ୍ୟ ୧୧ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି ଏବଂ ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ବେଙ୍ଗାଲୁରୁ ପୁଲିସ କମିସନର ସୀମାନ୍ତ କୁମାର ସିଂହ କହିଛନ୍ତି। ଅଭିଯୁକ୍ତମାନେ ରମ୍ୟାଙ୍କ ନିକଟକୁ ସାମାଜିକ ଗଣମାଧ୍ୟମରେ ଦୁଷ୍କର୍ମ ଓ ହତ୍ୟା ଭଳି ଧମକପୂର୍ଣ୍ଣ ବାର୍ତ୍ତା ଦେଇଥିବା କୁହାଯାଇଛି। 

ସୂଚନା ଅନୁଯାୟୀ, କନ୍ନଡ ସୁପରଷ୍ଟାର ଦର୍ଶନ ଏକ ହତ୍ୟା ମାମଲାରେ ଫସିଥିବାବେଳେ ରମ୍ୟା ଜୁଲାଇ ୧୪ରେ ଏହାକୁ ନେଇ ନିଜର ଏକ୍ସ ଆକାଉଣ୍ଟରେ ମନ୍ତବ୍ୟ ପୋଷ୍ଟ କରିଥିଲେ। ରମ୍ୟା ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଥିଲେ। ସମ୍ଭବତଃ ଏଥିରେ କ୍ଷୁବ୍ଧ ହୋଇ ଦର୍ଶନଙ୍କ ସମର୍ଥକମାନେ ଅଭିନେତ୍ରୀଙ୍କୁ ଏଭଳି ଧମକ ଦେଇଥିବା ଅନୁମାନ କରାଯାଉଛି।

ତେବେ ରମ୍ୟା କନ୍ନଡ ସମେତ ଏକାଧିକ ଦକ୍ଷିଣ ଭାରତୀୟ ଫିଲ୍ମରେ ଅଭିନୟ କରି ଉଚ୍ଚପ୍ରଶଂସିତ ହୋଇଥିବାବେଳେ ୨୦୨୩ରେ କର୍ଣ୍ଣାଟକ ମାଣ୍ଡ୍ୟା ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.