ପ୍ରମୂଖ ଖବର
  • କଟକ : ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ
  • ||
  • ଭଞ୍ଜନଗର : ବ୍ରାହ୍ମଣପଦର ଗ୍ରାମରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ବେଗୁନିଆପଡ଼ା : ପୂର୍ବ ଶତ୍ରୁତାରୁ ୨ ଭାଇଙ୍କୁ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ
  • ||
  • ତଣ୍ଡିକେରା ଛକରୁ ଦୁଇ ସନ୍ଦିଗ୍ଧଙ୍କୁ ଉଠାଇନେଲା ଚନ୍ଦନପୁର ପୁଲିସ, ଚାଲିଛି ପରିଚୟ ଖୋଜା
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ- ଇଣ୍ଡିଆନ୍ ମଧ୍ୟ ହେବ କଡ଼ା ଟକ୍କର, ନଜରରେ ପନ୍ତ, ରୋହିତଙ୍କ ବ୍ୟାଟିଂ
  • ||
  • ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା, ୟୁନିଟ୍‌-୨ କ୍ୟାପିଟାଲ ନର୍ସରୀ ପାଖକୁ ଉଠିଯିବ
  • ||
  • ଯାଜପୁରରେ ଚାଞ୍ଚଲ୍ୟ, କର୍ମଜୀବୀ ମହିଳାଙ୍କୁ ହାତ ମୁହଁ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ
  • ||
  • ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବେ
  • ||
  • ମୟୂରଭଞ୍ଜ : ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ଭଦ୍ରକ : ଗୋରୁ ବୋଝେଇ ପିକଅପ୍‌ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୩ ଗୋରୁ ମୃତ, ଡ୍ରାଇଭର ଗୁରୁତର
  • ||
  • ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ

Published By : Harapriya Sethi | April 27, 2025 1:54 PM

ସାଲେପୁର,୨୭/୦୪: ଆକସ୍ମିକ ଅଗ୍ନିକାଣ୍ଡରେ ତିନି ବଖରା ଘର ପୋଡ଼ି ଯାଇଛି । ସାଲେପୁର ବ୍ଲକ ଅନ୍ତର୍ଗତ ଧନୁପଡା ଗ୍ରାମର ବୈଷ୍ଣବ ଚରଣ ପାଢ଼ୀଙ୍କ ଘରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ତିନି ବଖରା ଘର ସମ୍ପୂର୍ଣ୍ଣ ଭାବରେ ପୋଡ଼ିଯାଇଛି । ସାଲେପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଲା ବେଳକୁ ଘର ସହ ସମସ୍ତ ଆସବାବପତ୍ର ପୋଡି ପାଉଁଶ ଯାଇଥିଲା । ଯାହାର ଅନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି ।

ସୂଚନା ମୁତାବକ, ଧନୁପଡା ଗ୍ରାମର ବୈଷ୍ଣବ ଚରଣ ପାଢ଼ୀଙ୍କ ଘରେ ଆକସ୍ମିକ ଅଗ୍ନିକାଣ୍ଡ ଘଟିଥିଲା । ଯେଉଁଥିରେ ତିନି ବଖରା ଘର ସମ୍ପୂର୍ଣ୍ଣ ଭାବରେ ପୋଡ଼ି ପାଉଁଶ ହୋଇଯାଇଛି । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦୋଇଥଲେ । କବର ପାଇ ଘଟଣା ସ୍ଥଳରେ ସାଲେପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ହେଲେ ଏହାରି ଭିତରେ ଙର ସହ ସମସ୍ତ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା । ଯାହାର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.