ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ବଜ୍ରାଘାତରେ ୩ ବଳଦ ମୃତ

Published By : Prameya | May 15, 2025 8:38 PM

ଖପ୍ରାଖୋଲ,୧୫/୫ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ତେଲେନପାଲି ପଞ୍ଚାୟତରେ ବଜ୍ରାଘାତ ହେବା ଫଳରେ ୩ ବଳଦର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ବଳଦ ମୁଖିଆରୁ ମାଝି ଓ ମତୁଆଲ ବିଶିଙ୍କ ବୋଲି ସୂଚନା ମିଳିଛି। 

ପ୍ରକାଶ ଯେ, ଗୁରୁବାର ଅପରାହ୍ନ ସମୟରେ ଘଡ଼ ଘଡି ସହ ପ୍ରବଳ ବର୍ଷା ହୋଇଥିଲା । ତେଣୁ ମୁଖିଆରୁଙ୍କ ଦୁଇ ଗୋଟି ବଳଦ ଓ ମତୁଆଲଙ୍କ ଗୋଟିଏ ବଳଦ ଆମ୍ବ ତୋଟା ତଳେ ଆଶ୍ରୟ ନେଇଥିଲେ । ଆଶ୍ରୟ ନେବା ସମୟରେ ବଜ୍ରାଘାତ ହେବାରୁ ତିନି ଗୋଟି ବଳଦ ଘଟଣାସ୍ଥଳରେ ମୃତ୍ୟୁ ହୋଇପଡ଼ିଥିଲେ । ଆଗକୁ ଚାଷ କାର୍ଯ୍ୟ ଥିବାରୁ ଚାଷୀଙ୍କ ବଳଦ ମୃତ ହେବା ପରେ ଚାଷ କାର୍ଯ୍ୟ କିପରି କରିବେ ବୋଲି ଉଭୟ ଚାଷୀ ଦୁଃଖରେ ଭାଙ୍ଗି ପଡିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.