ପ୍ରମୂଖ ଖବର
  • ଛତ୍ରପୁର ବ୍ଲକର ନୂତନ ବିଡିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଓଏଏସ୍‌ ସମ୍ୱିତ ସଂଗ୍ରାମଜିତ ସାହୁ
  • ||
  • ଘଟଗାଁ : ଚଳନ୍ତା ଟ୍ରେନ୍‌ରୁ ପଡ଼ିଗଲେ ଯୁବତୀ, ଚାଲିଗଲା ଜୀବନ
  • ||
  • ଆରମ୍ଭ ହେଲା ପିଏମ୍‌ ଆବାସ ସର୍ଭେ, ଆପ୍ ଏବଂ ପୋର୍ଟାଲର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ
  • ||
  • ମହାରାଷ୍ଟ୍ରର ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ପୋରଣ, ୫ ମୃତ
  • ||
  • ବାରିପଦା : ସୁନା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ବାଲିପାଟଣା : ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଆଠଗଡ଼ : ଘନ କୁହୁଡ଼ି ଯୋଗୁଁ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍, ୨ ଗୁରୁତର
  • ||
  • ଭୁବନେଶ୍ୱର : ହଂସିକାଙ୍କ ମାମଲାରେ ନୂଆ ମୋଡ଼: ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌
  • ||
  • ଗରିଆବନ୍ଧ ଏନକାଉଣ୍ଟର:୧୬ ମାଓବାଦୀଙ୍କ ମଧ୍ୟରୁ ୧୨ଜଣଙ୍କ ମିଳିଲା ପରିଚୟ
  • ||
  • ଭୁବନେଶ୍ୱର : SBI ଏଟିଏମ୍‌ ତାଡ଼ିନେଲେ ଦୁର୍ବୃତ୍ତ, ସିସିଟିଭି ଆଧାରରେ ପୋଲିସର ତଦନ୍ତ ଆରମ୍ଭ
  • ||
  • ଜୟପୁର : ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମିଆଁମାରରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ଼
  • ||
  • କଣାସରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି, ଆହୁରି ୨୦ ନୂଆ ଆକ୍ରାନ୍ତ ଚିହ୍ନଟ,ହସ୍ପିଟାଲରେ ଚିକିତ୍ସା ଜାରି
  • ||
  • ଟ୍ରମ୍ପ ସରକାରଙ୍କୁ ବଡ଼ ଝଟକା, ଜନ୍ମଗତ ନାଗରିକତା ଅଧିକାର ଉଚ୍ଛେଦ ଆଦେଶ ଉପରେ ଲାଗିଲା ରୋକ୍
  • ||
  • ଶୁକ୍ରବାର ବସିବ ପ୍ରାକ୍ ବଜେଟ୍ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଜି.ଉଦୟଗିରି : କଳିଙ୍ଗା ଘାଟିରେ ଓଲଟିଲା ଲୁହା ରଡ୍‌ ବୋଝେଇ ଟ୍ରକ୍‌, ଯାତାୟତ ବାଧାପ୍ରାପ୍ତ
  • ||
  • ବଜେଟ୍ ୨୦୨୫, ଆଜି ନର୍ଥ ବ୍ଲକ୍‌ରେ ଆୟୋଜିତ ହେବ ହାଲୁଆ ଉତ୍ସବ,ସାମିଲ ହେବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ରାଜ୍ୟରେ ଆହୁରି କମିବ ଶୀତ, ୩ ଦିନ ଯାଏ ୨ ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ବାରବାଟୀ ଏକ ଦିବସୀୟ ମ୍ୟାଚ୍ ଲାଗି ଟିକେଟ ଦର ଚୁଡ଼ାନ୍ତ, ଜାଣନ୍ତୁ କେତେ ରହିଛି

Published By : Prameya | January 24, 2025 9:34 PM

ଭୁବନେଶ୍ବର,୨୪/୧ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏକ ଦିବସୀୟ କ୍ରିକେଟ ମ୍ୟାଚ୍ ଲାଗି ଆସନ୍ତା ଫେବୃଆରୀ ଦୁଇ ତାରିଖରୁ ଅନ୍ ଲାଇନ୍ ଟିକେଟ ବିକ୍ରି ଆରମ୍ଭ ।  ବାରବାଟୀ ୱାନଡେ ପାଇଁ ଟିକେଟ ଦର କିଛି ଏହିପରି ରହିଛି । ୧ ଏବଂ ୩ ନମ୍ବର ଗ୍ୟାଲେରୀ, ୧୧୦୦ ଟଙ୍କା ୨ ଏବଂ ୪ ନମ୍ବର ଗ୍ୟାଲେରୀ, ୯୦୦ ଟଙ୍କା ରହିଛି । ୫ ନମ୍ବର ଗ୍ୟାଲେରୀ ପାଇଁ ୧୨୦୦ ଏବଂ ୭ ନମ୍ବର ପାଇଁ ଟିକେଟ ମୂଲ୍ୟ ରହିଛି ୭ ଶହ ଟଙ୍କା । 

ଏହାପରେ ନିୟ୍ୟୁ ପାଭିଲିଅନ ୧୦ହଜାର ଏବଂ କର୍ପୋରେଟ ବକ୍ସ ପାଇଁ ଦର୍ଶକଙ୍କୁ ୨୦ହଜାର ଟଙ୍କାର ଦେୟ ଦେବାକୁ ପଡ଼ିବ । ଅନଲାଇନ ଟିକେଟ ବିକ୍ରି ପାଇଁ ୪ହଜାର ଟିକେଟ ସଂରକ୍ଷିତ ରହିଛି । ଯାହା ଜମାଟୋ ଜରିଆରେ ବିକ୍ରୀ ହେବ। ଫେବୃୟାରୀ ୩ ଏବଂ ୪ରେ ଓସିଏ ଅନୁବନ୍ଧିତ ସଂସ୍ଥାମାନେ ଟିକେଟ ପାଇବେ । ତେବେ ସାଧାରଣ ଲୋକଙ୍କ ପାଇଁ ଫେବୃୟାରୀ ୫ ଏବଂ ୬ ତାରିଖରେ କାଉଣ୍ଟର ଜରିଆରେ ଟିକେଟ ବିକ୍ରି ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.