ପ୍ରମୂଖ ଖବର
  • ବାରିପଦା : କଳା ବାଘ ଚମଡ଼ା ଜବତ, ୪ ଶିକାରୀ ଗିରଫ
  • ||
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ନନ୍ଦନକାନନରେ ବାଘୁଣୀ ରୂପାର ଧଳା ଶାବକ ମୃତ

Published By : Prameya | January 15, 2025 4:40 PM

ବାରଙ୍ଗ,୧୫।୧ : ନନ୍ଦନକାନନରେ ବାଘ ଶାବକ ମୃତ । ବାଘୁଣୀ ରୂପାର ଅଢେ଼ଇ ମାସର ଧଳା ଶାବକ ମୃତ। ମା’ ବାଘୁଣୀ  ଠାରୁ ଅଲଗା କରି ଧଳା ଶାବକର ଚିକିତ୍ସା କରାଯାଉଥିଲା।  ଶାବକର ମୃତ୍ୟୁ ପରେ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟ ୨୭ କୁ ଖସିଲା। ନନ୍ଦନକାନନ ଉପନିର୍ଦ୍ଦେଶକ ସାନଥ କୁମାର୍ ନାରାୟଣ  ଶାବକ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି । 

୨୦୨୪ ନଭେମ୍ବର ୨ ତାରିଖରେ ବାଘୁଣୀ ରୂପା ୪ ଟି ଶାବକ ଜନ୍ମ ଦେଇଥିଲା। ସେମାନଙ୍କ ମଧ୍ୟରୁ କିଛି ଦିନ ତଳେ  ଏକ ଧଳା ମାଈ ଶାବକ ଅସୁସ୍ଥ ହୋଇପଡ଼ିଥିଲା। ତେଣୁ ମା’ ବାଘୁଣୀ ରୂପା ଠାରୁ ଶାବକକୁ ଅଲଗା କରି ଚିକିତ୍ସା କରାଯାଉଥିଲା। ଚିକିତ୍ସିତ ଅବସ୍ଥାରେ ବୁଧବାର ସକାଳେ ଶାବକଟିର ମୃତ୍ୟ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.