ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍, ମାଡି ବସିଲା ବନବିଭାଗ : ୩ ଗିରଫ

ଫୁଲବାଣୀ/ ଖଜୁରୀପଡା,୩/୯ : ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଗୁଦାରୀ ଏଆରଷ୍ଟ୍ରିପ ନିକଟରେ ବାଘ ଛାଲକୁ ନେଇ ଡିଲ ଚାଲିଥିବା ବେଳେ  ବନବିଭାଗ ଚଢାଉ କରି ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ବାଘ ଛାଲ ସମେତ ଗୋଟିଏ ବନ୍ଧୁକ, ଦୁଇଟି ବାଇକ, ତିନିଟି ମୋବାଇଲ ଜବତ କରିଛି । ଅଭିଯୁକ୍ତମାନେ ହେଲେ   ପିରିକୁଡ଼ି ପଞ୍ଚାୟତର ପାକାଡ଼ାମ୍ବା ଗ୍ରାମର   ତ୍ରିନାଥ କହଁର, ଗୁମୁରିଖୋଲ ଗ୍ରାମର  ସଞ୍ଜୟ ମଲିକ ଏବଂ ସଦର ଥାନା ଅଞ୍ଚଳର ଦଡ଼କି ଗ୍ରାମର ପ୍ରଭାତ ମଲ୍ଲିକ।

 ରବିବାର ରାତି‌ରେ  ଗୁଦାରୀ ଏଆରଷ୍ଟ୍ରିପ ନିକଟରେ ବାଘ ଛାଲ ବିକ୍ରି  ନେଇ ଡିଲ ଚାଲିଥିଲା।  କୌଣସି ସୂତ୍ରରୁ ଖବର ପାଇ ଡିଏଫଓ  ପ୍ରଶାନ୍ତ କୁମାର ପଟେଲ ,ଏସିଏଫ ମଳୟ ରଞ୍ଜନ କାଲୋ, ଫୁଲବାଣୀ ରେଞ୍ଜର ଶିବାନନ୍ଦ ଲେଙ୍କା, ସିନିୟର ଫରେଷ୍ଟର ସରୋଜ କୁମାର ମିଶ୍ର ପ୍ରମୁଖ ଅତର୍କିତ ଭାବେ ଚଢାଉ କରିଥିଲେ।  ଅଭିଯୁକ୍ତମାନଙ୍କ ଠାରୁ ଗୋଟିଏ କଲରାପତରିଆ ଛାଲ, ଗୋଟିଏ ବନ୍ଧୁକ,ଦୁଇଟି ବାଇକ ଜବତ କରିଥିଲେ। ଏ ନେଇ ବନ ବିଭାଗ ପକ୍ଷରୁ ମାମଲା  ରୁଜୁ କରି ଅଭିଯୁକ୍ତମାନଙ୍କୁ  କୋର୍ଟ ଚାଲାଣ କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଡିଏଫଓ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.