ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ

Published By : Harapriya Sethi | May 22, 2025 11:53 AM

ତିଗିରିଆ,୨୨/୦୫: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ କୁମାର ବେହେରା । ଏକ କେଶ୍‌ ଫାଇନାଲ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍‌ । ତାଙ୍କ ପାଖରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହି ଚଢାଉ ପରେ ଏଏସଆଇ ପ୍ରଦୀପ କୁମାର ବେହେରାଙ୍କ ୩ ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ ।

ସୂଚନା ମୁତାବକ, ଏକ ବିବାଦର ସମାଧାନ କରିବା ପାଇଁ ୫୦୦୦ଟଙ୍କା ଲାଞ୍ଚ ମାଗିଥିଲେ ତିଗିରିଆ ଥାନା ଏଏସଆଇ ପ୍ରଦୀପ କୁମାର ବେହେରା । ଏନେଇ ଏକ ବିଶେଷ ସୂତ୍ରରୁ ଖବର ପାଇ ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ଟିମ୍‌ ପୂର୍ବରୁ ଛକି ବସିଥିଲା । ଥାନା ପରିସର ବାହାରେ ୫୦୦୦ ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ଟିମ୍‌ । ତାଙ୍କ ପାଖରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହି ସମୟରେ ୩ ଜଣ DSP ଙ୍କ ସହିତ ୯ ରୁ ଉର୍ଦ୍ଧ୍ୱ ଜଣିଆ ଟିମ୍ ସାମିଲ ହୋଇଥିଲେ । ଏହି ଚଢାଉ ପରେ ଏଏସଆଇ ପ୍ରଦୀପ କୁମାର ବେହେରାଙ୍କ ୩ ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ ।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.