ପ୍ରମୂଖ ଖବର
  • ବାଲେଶ୍ୱର : କାଳ ସାଜିଲା ଅନଲାଇନ୍‌ ଖେଳ, ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହରାଇ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଘଟଗାଁ ମା' ତାରିଣୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ, ସମାଜର ପାଇଁ କଲେ ମଙ୍ଗଳ କାମନା
  • ||
  • ନବମ ଥର ପାଇଁ ନବୀନ ବିଜେଡି ମୁଖିଆ, ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ- ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଟକ୍କର, ବିଜୟ ପାଇଁ ବ୍ୟାକୁଳ ପରାଗ ବାହିନୀ
  • ||
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

IPL-2025: ଟିମ୍ ଡେବିଡଙ୍କ ଧୁଆଁଧାର ଇନିଂସ; କିଙ୍ଗସ୍ ଆଗରେ ୯୬ ରନର ବିଜୟ ଲକ୍ଷ୍ୟ

Published By : Bijay Swain | April 18, 2025 11:17 PM

Image courtesy: bcci

ନୂଆଦିଲ୍ଲୀ: ଆଇପିଏଲର ୩୪ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର, ପଞ୍ଜାବ କିଙ୍ଗସକୁ ୯୬ ରନର ଟାର୍ଗେଟ ଦେଇଛି। ବାଙ୍ଗାଲୋରର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ବର୍ଷା ଯୋଗୁଁ ମ୍ୟାଚ୍ କୁ ୧୪-୧୪ ଓଭରକୁ ହ୍ରାସ କରାଯାଇଛି। ପଞ୍ଜାବ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ବାଛିଥିଲା। ବେଙ୍ଗାଲୁରୁ ୯ ୱିକେଟ୍ ହରାଇ ମୋଟ୍ ୯୫ ରନ୍ ସଂଗ୍ରହ କରିଥିଲା।

ପଞ୍ଜାବ ପକ୍ଷରୁ ୟୁଜଭେନ୍ଦ୍ର ଚହଲ, ମାର୍କୋ ଜାନସେନ୍, ହରପ୍ରୀତ୍ ବ୍ରାର ଏବଂ ଅର୍ଶଦୀପ ସିଂହ ୨ଟି ଲେଖାଏଁ ୱିକେଟ୍ ନେଇଥିଲେ। ବେଙ୍ଗାଲୁରୁ ପକ୍ଷରୁ ଟିମ୍ ଡେଭିଡ୍ ୫୦ ଏବଂ ଅଧିନାୟକ ରଜତ ପଟିଦାର ୨୩ ରନ୍ ସଂଗ୍ରହ କରିଛନ୍ତି। ବାକି ବ୍ୟାଟସମ୍ୟାନମାନେ ୧୦ ରନ ମଧ୍ୟ ଛୁଇଁ ପାରି ନଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.