ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ରୁଙ୍ଗଟା ମାଇନ୍ସ କାର୍ଯ୍ୟାଳୟରେ ଅଘଟଣ; ଗଳି ପଡ଼ିଲା ଟାୱାର, ଜଣଙ୍କର ମୃତ୍ୟୁ

ବଡ଼ବିଲ,୨୦/୭ :  ବଡ଼ବିଲ ମେନ୍ ରୋଡଠାରେ ଥିବା ରୁଙ୍ଗଟା ମାଇନ୍ସ କାର୍ଯ୍ୟାଳୟରେ ଅଘଟଣ । ନେଟୱର୍କ ଟାୱାର ଭାଙ୍ଗି ଗଳି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଅଫିସ ବିଲ୍ଡିଂ ଉପରେ ଥିବା   ନେଟୱର୍କ ଟାୱାର ଉପରେ ଚଢ଼ି ଜଣେ କର୍ମଚାରୀ କାମ କରୁଥିଲାବେଳେ ହଠାତ୍ ଟାୱାରଟି ଭାଙ୍ଗି ତଳକୁ ଗଳିପଡ଼ିଥିଲା । ଫଳରେ ପାଖରେ ଥିବା ଏକ ଆଜବେଷ୍ଟସ ଘର ଉପରେ ପଡ଼ିଥିଲା, ପରେ ଟାୱାର କର୍ମଚାରୀଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା । ମୃତକ କଟକ ବାରଙ୍ଗ ଅଂଚଳର ଶଶୀଭୂଷଣ ଓଝା ବୋଲି କୁହାଯାଉଛି । ଏ  ସମ୍ପର୍କରେ କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ଯୋଗଯୋଗ କରାଯାଇଥିଲେ ବି କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ବଡ଼ବିଲ ପୋଲିସ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.