ପ୍ରମୂଖ ଖବର
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ଟ୍ରାକ୍ଟରକୁ ପିଟିଲା ମାଛ ବୋଝେଇ କଣ୍ଟେନର; ଟ୍ରାକ୍ଟର ଚାଳକ ମୃତ, ୩ ଗୁରୁତର

Published By : Swapna Ray | August 11, 2025 9:25 AM

ଛତ୍ରପୁର, ୧୧।୮: ଚମାଖଣ୍ଡି ଥାନା ଅନନ୍ତପୁରଛକ ମହିନ୍ଦ୍ରା ସୋ ରୁମ୍‌ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । କଣ୍ଟେନର ଧକ୍କାରେ ଟ୍ରାକ୍ଟର ଓଲଟି ଟ୍ରାକ୍ଟର ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାରେ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି l ସମସ୍ତ ଆହତ ବ୍ୟକ୍ତିଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା l ଡାକ୍ତରଖାନାରେ ଟ୍ରାକ୍ଟର ଚଲାଉଥିବା ଟ୍ରାକ୍ଟର ମାଲିକ ଶୁଭମ୍ ନାୟକଙ୍କ ମୃତ୍ୟୁ ହୋଇଥିବା ପୁଲିସ ସୂତ୍ରରୁ ଜଣାପଡ଼ିଛି l 

ଆନ୍ଧ୍ରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ମାଛ ବୋଝେଇ କଣ୍ଟେନରଟି ସୋମବାର ଭୋର ୫ଟା ସମୟରେ ଟ୍ରାକ୍ଟର ସହ ଧକ୍କା ହେବା ଫଳରେ ଟ୍ରାକ୍ଟରଟି ଜାତୀୟ ରାଜପଥ ଡିଭାଇଡର ଉପରେ ଓଲଟି ପଡ଼ିଥିଲା l ସେଥିରେ ଥିବା ଟାକ୍ଟକ ଡ୍ରାଇଭରଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି l

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.