ପ୍ରମୂଖ ଖବର
  • କେନ୍ଦୁଝର : ଶୋଇଥିବା ବେଳେ କାମୁଡ଼ିଲା ବିଷଧର ସାପ, ଚାଲିଗଲା ନାବାଳକର ଜୀବନ
  • ||
  • ରାଉରକେଲା : ରେଳ ଲାଇନ୍‌କୁ ବିରୋଧ ବେଳେ ଯୁବକଙ୍କ ମୃତ୍ୟୁର ପ୍ରତିବାଦ: ମୃତଦେହ ରଖି କ୍ଷତିପୂରଣ ଦାବି, ୧୮ ଘଣ୍ଟା ହେଲାଣି ଉଠୁନି ଶବ
  • ||
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ

Published By : Prameya | April 20, 2025 7:54 AM

ଭୁବନେଶ୍ଵର, ୨୦/୦୪ : ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଦୋକାନ ଭିତରକୁ ମାଡିଗଲା ଟ୍ରାକ୍ଟର। ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ। କଟକ ଜିଲ୍ଲା ସାଲେପୁର ଥାନା ଜପକୁଦ ଫାଣ୍ଡିର ଜପକୁଦ ବଜାରରେ ଏହି ଦୁର୍ଘଟଣା ଘଟିଛି। 

ସୂଚନାନୁଯାୟୀ, ଜପକୁଦ ବଜାରରେ ଥିବା ସୁଶୀଲ ଚନ୍ଦ୍ର ମିଶ୍ରଙ୍କ ପାନ ଦୋକାନ ଭିତରକୁ ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ମାଡି ଯାଇଥିଲା। ଦୋକାନଟି ଭାଙ୍ଗି ଯାଇଥିବା ବେଳେ ସୁଶୀଲ ଓ ଅନ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଖବର ପାଇ ସାଲେପୁର ଥାନା ଜପକୁଦ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଟ୍ରାକ୍ଟରଟିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ତଦନ୍ତ କରୁଥିବାର ସୂଚନା ମିଳିଛି।

ଏହି ଖବରଟିକୁ ପଢନ୍ତୁ-ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.