ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର

Published By : Suraj Kumar | July 28, 2025 8:28 PM

ଭୁବନେଶ୍ବର,୨୮।୭ : ପୁରୀ ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର । ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ମଧ୍ୟସ୍ଥଳୀ ମଦଲା ଠାରେ ଦୁର୍ଘଟଣା ଘଟିଛି। ଜିଆରପି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି। 

ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ମଧ୍ୟସ୍ଥଳୀ ମଦଲା ରେଳ ଲାଇନ ନିକଟରେ  ଡ୍ରାଇଭର ଟ୍ରାକ୍ଟରକୁ ପାର କରି ନେବାକୁ ଚେଷ୍ଟା କରୁଥିଲା। ଏହି ସମୟରେ  ଆଗ ଚକ ରେଳଲାଇନ ମଝିରେ ରହି ଯାଇଥିବା ବେଳେ ପଛଚକ ଏକ ଖାଲରେ ପଡିଯାଇଥିଲା । ଟ୍ରାକ୍ଟରଟି ଉଠିନପାରିବାରୁ ଡ୍ରାଇଭର ପାଖ ଗ୍ରାମର ଲୋକଙ୍କୁ ଡାକିବାକୁ ଯାଇଥିଲା। ଏହି ସମୟରେ  ପୁରୀରୁ ବଦ୍ରୀନାଥକୁ ଯାଉଥିବା ଏକ୍ସପ୍ରେସ ଟ୍ରେନଟି ଆସି ଟ୍ରାକ୍ଟରକୁ ଧକ୍କା  ଦେଇଥିଲା ଏଥିରେ ଟ୍ରାକ୍ଟରଟି ସମ୍ପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଥିଲା।  ପୁରୀ ଜିଆରପି  ପୁଲିସ ଘଟଣା ସ୍ଥଳରେ ପହଂଚି ଘଟଣାର ତଦନ୍ତ କରୁଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.