ପ୍ରମୂଖ ଖବର
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ଅଜଣା ଯୁବକ ଗୁରୁତର

Published By : Prameya | May 16, 2025 11:34 PM

ଦଶରଥପୁର , ୧୬/୫ : କୁଆଖିଆ -କଁୟାଗୋଲା ୨୦ ନଂ ଜାତୀୟ ରାଜପଥ ଅନ୍ତର୍ଗତ ଝୁମ୍ପୁରୀ ବଜାର ସନ୍ନିକଟ ଭାରତ ପେଟ୍ରୋଲିୟମ ପେଟ୍ରୋଲ ଟାଙ୍କି ନିକଟରେ ଶୁକ୍ରବାର ରାତି ପ୍ରାୟ ୧୦ଟା ସମୟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡ଼ିଛି । ଆହତ ଯୁବକଙ୍କ ପରିଚୟ ଜଣାପଡ଼ିନଥିବାବେଳେ ଯୁବକ ଜଣଙ୍କ ମଙ୍ଗଳପୁର ଥାନା ଅଞ୍ଚଳର ହୋଇଥିବା ଶୁଣିବାକୁ ମିଳିଛି। 

ଗୁରୁତର ଯୁବକ ନିଜ ବାଇକରେ ଯାଜପୁର ଟାଉନରୁ ୨୦ନଂ ଜାତୀୟ ରାଜପଥ ଅନ୍ତର୍ଗତ ମଙ୍ଗଳପୁର ରାସ୍ତାରେ ଆସୁଥିବାବେଳେ ନିର୍ମାଣଧୀନ ରାଜପଥ ସମ୍ପ୍ରସାରଣରେ ରହିଥିବା ତ୍ରୁଟି କାରଣରୁ ଯୁବକ ଜଣଙ୍କ ଦୁର୍ଘଟଣାର ସମ୍ମୁଖୀନ ହୋଇ ରାସ୍ତା ପାର୍ଶ୍ୱକୁ ଛିଟିକି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ଅବସ୍ଥା ସଂକଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.