ପ୍ରମୂଖ ଖବର
  • ପ୍ୟାରିସ୍‌ ଅଲିମ୍ପିିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବେ ୨ ଓଡ଼ିଆ କ୍ରୀଡ଼ାବିତ୍‌, ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି, ହିଂସା ପୀଡିତ ଓ ବନ୍ୟା ପୀଡ଼ିତଙ୍କ ସହ କରିବେ ଆଲୋଚନା
  • ||
  • ଦୁଇ ଦିନିଆ ଋଷ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା
  • ||
  • ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ କଲେ ରାଷ୍ଟ୍ରପତି, ଅପରାହ୍ନରେ ଖଣ୍ଡଗିରି-ଉଦୟଗିରି କରିବେ ପରିଦର୍ଶନ
  • ||
  • ୧୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଆଜି କୋରାପୁଟ, ରାୟଗଡ଼ା ଓ ଗଜପତିରେ ବର୍ଷିବ
  • ||

ମାଓବାଦୀଙ୍କ ବର୍ବରକାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ଆଦିବାସୀ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା

ମାଲକାନଗିରି, ୦୫/୦୭ : ଛତିଶଗଡ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲା ଲାଲ୍ ବାହିନୀ। ଘଟଣାସ୍ଥଳରେ DRG ଏବଂ କୋବ୍ରା ବାହିନୀ ପକ୍ଷରୁ ଜୋରଦାର ଅପରେସନ ଆରମ୍ଭ।

ସୂଚନା ମୁତାବକ, ଗୁରୁବାର ରାତିରେ ୧୫  ରୁ ୨୦ ଜଣ ସଶସ୍ତ୍ର ମାଓବାଦୀ ଅର୍ଚ୍ଚା ଥାନା ଅନ୍ତର୍ଗତ ଥୁଲଥୁଲି ଗାଁରେ ପହଞ୍ଚି ରାମା ନାମକ ଜଣେ ବ୍ୟକ୍ତିଙ୍କୁ ଘରୁ ଉଠାଇ ନେଇଥିଲେ। ପରେ ମାଓବାଦୀମାନେ ତାଙ୍କୁ ହତ୍ୟା କରିବା ସହ ରାସ୍ତା ଉପରେ ଶବ ଛାଡି ଚାଲି ଯାଇଛନ୍ତି। ଘଟଣା ପରେ ସଂପୃକ୍ତ ଅଞ୍ଚଳରେ DRG ଏବଂ କୋବ୍ରା ବାହିନୀ ପକ୍ଷରୁ ଜୋରଦାର ଅପରେସନ ଆରମ୍ଭ ହୋଇଛି। ଏନେଇ ନାରାୟଣପୁର ଏସପି ସୂଚନା ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.