ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଟ୍ରକ ମାଡିଯିବାରୁ ବାଇକ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

Published By : Prameya | December 26, 2024 8:15 PM

ନୂଆପଡା,୨୬।୧୨ ; ଜାତୀୟ ରାଜପଥ ୩୫୩ ଉଦ୍ୟାନବନ୍ଧ ଖମାରି ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା। ଟ୍ରକ ଚାପା ରେ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ। ମୃତକ ଜଣକ ହେଲେ ସ୍ଥାନୀୟ କୁମୁଟିମୁଣ୍ଡା ଗ୍ରାମର ଅଲେଖ ବଘେଲ। ମୃତକଙ୍କ ପରିବାରଙ୍କୁ କ୍ଷତି ପୂରଣ ଦାବୀରେ ଜାତୀୟ ରାଜପଥ ୩୫୩ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ । ଘଟଣା ସ୍ଥଳରେ କୋମନା ତହସିଲଦାର ଓ ପୋଲିସ ପହଞ୍ଚି ବୁଝା ସୁଝା କରୁଥିବା ବେଳେ ମୃତ ପରିବାରଙ୍କୁ କୋଡିଏ ଲକ୍ଷ ଦାବିରେ ରାସ୍ତାରୁ ହଟୁ  ନାହାନ୍ତି ଉତ୍ତ୍ୟକ୍ତ ଲୋକେ । ରାସ୍ତା ଅବରୋଧ ପରେ ଯାତାୟତ ବାଧାପ୍ରାପ୍ତ ହୋଇଛି। 

 ଉଦ୍ୟାନବନ୍ଧ ପାଖରେ ଥିବା ଖମାରୀ ପେଟ୍ରୋଲ ପମ୍ପ ସାମ୍ନାରେ ଗାଡ଼ି ଧରି ଅଲେଖ  ଠିଆ ହୋଇଥିଲେ। ଏହି  ସମୟରେ ସାମ୍ନା ପଟୁ ଆସୁଥିବା ଏକ ଟ୍ରକ ଭୁଲ ରାସ୍ତାକୁ ଆସି ବାଇକ ଆରୋହୀଙ୍କୁ ଧକ୍କା ଦେବା ସହ କିଛି ଦୂର ଘୋଷାଡ଼ି ନେଇଥିଲା। ଯାହା ଫଳରେ ବୃଦ୍ଧ ଜଣକଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ତେବେ ଦୁର୍ଘଟଣା ପରେ  ଟ୍ରକ ରଖି ଗାଡି ଚାଳକ ଫେରାର  ହୋଇଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.