ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଚିତ୍ରକୋଣ୍ଡା ଘାଟିରେ ଓଲଟିଲା ମାଲ୍ ବୋଝଇ ଟ୍ରକ, ଡ୍ରାଇଭର ଆହତ

ମାଲକାନଗିରି /କୋରକୁଣ୍ଡା,୭/୯ : ଚିତ୍ରକୋଣ୍ଡା ଘାଟିରେ ଓଲଟିଲା ମାଲ ବୋଝଇ ଟ୍ରକ । ଶନିବାର ଓରକେଲ ଥାନାସ୍ଥିତ ବାଲିମେଳା-ଚିତ୍ରକୋଣ୍ଡା ମୁଖ୍ୟ ରାସ୍ତାର ଚିତ୍ରକୋଣ୍ଡା ଘାଟି ଉପର ଭାଲବ ହାଉସ ଛକ ନିକଟରେ ଏଭଳି ଏକ ଦୁର୍ଘଟଣା ଘଟିଛି । 

ପ୍ରକାଶ ଯେ, ମାଲକାନଗିରିରୁ ଆନ୍ଧ୍ରପ୍ରଦେଶ ଆଡକୁ ଯାଉଥିଲା । ଏହି ସମୟରେ ଭାଲବ ହାଉସ ଛକ ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି । ଫଳରେ ଗାଡି ଚାଳକ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକେ ଆହତ ଡ୍ରାଇଭରଙ୍କୁ ଚିକିତ୍ସା ପାଇଁ ବାଲିମେଳା ହସ୍ପିଟାଲକୁ ପଠାଇଛନ୍ତି। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୁର୍ଘଟଣା ଗସ୍ତ ଟ୍ରକଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ଏହି ଦୁର୍ଘଟଣା ଗ୍ରସ୍ତ ଟ୍ରକଟି ତାମିଲନାଡୁର ହୋଇଥିବା ଜଣାପଡିଛି । ବାଲିମେଳାଠାରୁ ଚିତ୍ରକୋଣ୍ଡା ୨୬ କିଲୋମିଟର ହୋଇଥିବା ବେଳେ କେବଳ ଚିତ୍ରକୋଣ୍ଡା ଘାଟି ରାସ୍ତା ୧୪ କିଲୋମିଟରରୁ ଊର୍ଦ୍ଧ୍ବ ରହିଛି । ଏହି ଘାଟି ରାସ୍ତାଟି ଅଣ ଓସାରିଆ ଅଙ୍କା ବଙ୍କା ହୋଇଥିବାରୁ ଅଧିକାଂଶ ସମୟରେ ଯାନ ବାହନ ଦୁର୍ଘଟଣା ଘଟି ଧନ ଜୀବନ ହାନି ଘଟୁଛି । ଏଣୁ ରାସ୍ତାକୁ ଓସାର କରିବା ସହ ରାସ୍ତାପାର୍ଶ୍ଵରେ ଗାର୍ଡ ୱାଲ ନିର୍ମାଣ କରିବାକୁ ଜନସାଧାରଣରେ ଦାବି ହେଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.