ପ୍ରମୂଖ ଖବର
  • ୨ବର୍ଷ ଭିତରେ ତୁଟିବ ଜଗନ୍ନାଥଙ୍କ ରାଜ୍ୟବ୍ୟାପୀ ଜମି ବିବାଦ: ଆଇନ୍‌ମନ୍ତ୍ରୀ
  • ||
  • ଇନ୍‌ଫୋସିଟି ଛକରେ ସଡ଼କ ଦୁର୍ଘଟଣା: କାର୍‌କୁ ଧକ୍କା ଦେଲା ଫର୍ଚୁନର, ୩ ଯୁବତୀ ଆହତ
  • ||
  • ଛତିଶଗଡ଼ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,ଏକାଥରକେ ୧୬ରୁ ଅଧିକ ମାଓବାଦୀ ସଫା
  • ||
  • ଭିଜିଲାନ୍ସ ପଞ୍ଝାରେ OWSSB ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର,ଏକକାଳୀନ ୭ଟି ସ୍ଥାନରେ ଚଢ଼ା
  • ||
  • ହାଇକୋର୍ଟ ବାର୍‌ ଆସୋସିଏସନ୍‌ ନିର୍ବାଚନ, ସଭାପତି ପଦ ପାଇଁ ତ୍ରିମୁଖି ଲଢ଼େଇ
  • ||
  • ମ୍ୟାଁମାର, ଥାଇଲାଣ୍ଡରେ ଭୟାନକ ଭୂକମ୍ପ: ୧୫୦ରୁ ଊର୍ଦ୍ଧ୍ୱ ମୃତ, ୮୦୦ରୁ ଅଧିକ ଆହତ, ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା
  • ||
  • ପିପିଲିରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • ଶନିବାର ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟୋପରାଗ: ଓଡ଼ିଶାକୁ ଦିଶିବନି, ଶ୍ରୀମନ୍ଦିର ନୀତିକାନ୍ତିରେ ପ୍ରଭାବ ପଡ଼ିବନି
  • ||
  • ଆହୁରି ଦୁଇ ଦିନ ପ୍ରଚଣ୍ଡ ତାତି, ୬ ଜିଲ୍ଲାକୁ ଆଲର୍ଟ: ଏପ୍ରିଲ ୧ରୁ ହାଲୁକା ଆଶ୍ୱସ୍ତି, ୪ରେ ଘୂର୍ଣ୍ଣିବଳୟ ସମ୍ଭାବନା
  • ||

ଘାଟିରେ ଓଲଟିଲା ଟ୍ରକ, ଚାପି ହୋଇ ରହିଲେ ଡ୍ରାଇଭର

Published By : Prameya | March 22, 2025 4:21 PM

ଦିଗପହଣ୍ଡି,୨୨।୩: ତପ୍ତପାଣି ଘାଟିରେ ଓଲଟିଲା ତେନ୍ତୁଳି ବୋଝଇ ଟ୍ରକ। ଚାପି ହୋଇ ରହିଛନ୍ତି ଟ୍ରକ୍ ଡ୍ରାଇଭର । ହେଲ୍ପରଙ୍କୁ ଗୁରୁତର  ଅବସ୍ଥାରେ  ଉଦ୍ଧାର କରି ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି  କରାଯାଇଛି। ଘଟଣା ସ୍ଥଳରେ ପୋଲିସ ଏବଂ ସାନଖେମୁଣ୍ଡି ଅଗ୍ନିଶମ ବାହିନୀର ପହଁଚି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୋହନାରୁ ବ୍ରହ୍ମପୁର ଅଭିମୁଖେ  ଟ୍ରକଟି   ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.