ପ୍ରମୁଖ ଖବର
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ନିକଟରେ ସ୍କୁଟିକୁ ପିଟିଲା ଟ୍ରକ, ମହିଳାଙ୍କ ଚାଲିଗଲା ଜୀବନ

କଟକ ୦୨/୦୫: ସ୍କୁଟିକୁ ପିଟିଲା ଟ୍ରକ। ଦୁର୍ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ। ସ୍କୁଟିରେ ଯାଉଥିଲେ ଦମ୍ପତି। ମୃତ ମହିଳାଙ୍କ ଘର କଟକ ଗତିରାଉତ୍ ପାଟଣା ବୋଲି ଜଣାପଡିଛି। ଏଭଳି ଅଭାବନୀୟ ଘଟଣା କଟକ ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ନିକଟରେ ଘଟିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଛି।

ସୂଚନା ମୁତାବିକ, ସକାଳୁ ସ୍କୁଟିରେ ଦମ୍ପତି ଯାଉଥିବା ବେଳେ ଟ୍ରକ୍‌ଟି  ଦ୍ରୁତ ଗତିରେ ଆସ କଟକ  ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ଧକ୍କା ଦେଇଥିଲା। ମହିଳା ଜଣ ତଳେ ପଡିଯିବା ଦୁର୍ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଛି। ସ୍ବାମୀ ଗୁରୁତର ଥିବା ଜଣାପଡିଛି। ଉଭୟଙ୍କୁ ଉଦ୍ଧାର କରାଯାଇଛି ମେଡିକାଲକୁ ପଠାଯାଇଥିବା ଜଣାପଡିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.