ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଏବେ ଭାରତୀୟଙ୍କ ପାଇଁ ନିଜ ଦେଶର ନାଗରିକତାକୁ ରୋକିବେନି ଟ୍ରମ୍ପ , ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପଦର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆମେରିକାରେ ବିଦେଶୀ ସ୍ନାତକଙ୍କୁ ଗ୍ରୀନ୍‌ କାର୍ଡ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଟ୍ରମ୍ପଙ୍କର ଏହି ପଦକ୍ଷେପ ନଭେମ୍ୱରରେ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ପ୍ରବାସନରେ ନେଇ ତାଙ୍କର ଆଭିମୁଖ୍ୟର ନରମ ହେବାର ଦେଖିବାକୁ ମିଳିଛି। ଏହା ପୂର୍ବରୁ ଟ୍ରମ୍ପ ବିଦେଶୀଙ୍କ ଆମେରିକାରେ ପ୍ରବାସର ନିୟମକୁ କଡ଼ାକଡ଼ି କରି ଥିଲେ।

ଟ୍ରମ୍ପ ଗୁରୁବାର ପ୍ରକାଶିତ ଏକ ପଡକାଷ୍ଟର ମାଧ୍ୟମରେ ନିଜର ମତକୁ ଦର୍ଶାଇଛନ୍ତି। ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି କି ଆମେରିକୀୟ ନାଗରିକଙ୍କୁ ବିବାହ କରୁଥିବା ଅଣପ୍ରବାସୀଙ୍କୁ ନାଗରିକତା ଦିଆଯିବ। ଟ୍ରମ୍ପଙ୍କର ଏହି ପ୍ରତିଶ୍ରୁତି ବାଇଡେନ୍‌ଙ୍କ ଦ୍ୱାରା ୫ ଲକ୍ଷ ଆମେରିକୀୟ ନାଗରିକଙ୍କର ଜୀବନସାଥୀଙ୍କ ପାଇଁ ଭିସା ନିୟମକୁ ସହଜ କରିବା ପରେ ଆସିଛି। 

ଉଲ୍ଲେଖନୀୟ ଯେ , ଗ୍ରୀନ୍‌ କାର୍ଡ ଆମେରିକୀୟ ନାଗରିକତା ପାଇଁ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଏକ ପରିଚୟ କାଗଜପତ୍ର, ଯାହା ଦର୍ଶାଉଛି କି, ବ୍ୟକ୍ତି ସଂଯୁକ୍ତ ରାଷ୍ଟ୍ର ଆମେରିକାରେ ସ୍ଥାୟୀ ଭାବେ ବସବାସ କରୁଛନ୍ତି। 

ଆପ୍ରବାସନ (ଇମିଗ୍ରେସନ) ଉପରେ ନିଜର ମନୋଭାବକୁ ନରମ କରି ପୂର୍ବତନ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକୀୟ କଲେଜ୍‌ରୁ ସ୍ନାତକ କରୁଥିବା ବିଦେଶୀ ଛାତ୍ରଛାତ୍ରୀଙ୍କୁ ଗ୍ରୀନ୍‌ କାର୍ଡ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି , ଏହାକି ତାଙ୍କୁ ଭାରତ ଓ ଚୀନ୍‌ ଭଳି ନିଜ ଦେଶକୁ ଫେରିବାକୁ ପଡ଼ିବ ନାହିଁ। ଟ୍ରମ୍ପ ନିଜର ପ୍ରଥମ କାର୍ଯ୍ୟକାଳର ନୀତିକୁ ଦୋହରାଇଛନ୍ତି , ଯେଉଁଥିରେ ବିଦେଶୀ ଛାତ୍ରଛାତ୍ରୀଙ୍କୁ STEM ( ବିଜ୍ଞାନ , ପ୍ରଯୁକ୍ତିବିଦ୍ୟା , ଇଂଜନିୟରିଂ ଓ ଗଣିତ) କ୍ଷେତ୍ରରେ ଉଚ୍ଚ ଶିକ୍ଷା ସଂସ୍ଥାରୁ ଡିଗ୍ରୀ ପ୍ରାପ୍ତ କରିବା ପରେ ଗ୍ରୀନ୍‌ କାର୍ଡ ସାମିଲ ଥିଲା। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.