ପ୍ରମୂଖ ଖବର
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା, ସୁନାମୀ ଆର୍ଲଟ

ନୂଆଦିଲ୍ଲୀ,୮।୮: ଜାପାନରେ ଶକ୍ତିଶାଳୀ ଭୂମିକମ୍ପ। ଦକ୍ଷିଣ ଜାପାନର କିଛି ସ୍ଥାନରେ ବୁଧବାର ରାତିରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଆସିଥିଲା। ଯାହାଫଳରେ ପୁରା ଦେଶବାସୀ ଭୟଭୀତ ହୋଇପଡିଛି। ପ୍ରଥମ ଭୂମିକମ୍ପର ରିକ୍ଟର ସ୍କେଲରେ ତୀବ୍ରତା ୬.୯ ରହିଥିବା ବେଳେ ଦ୍ବିତୀୟଟିର  ତୀବ୍ରତା ୭.୧ ରହିଥିଲା ବୋଲି ଜଣାପଡିଛି।।  ଭୂକମ୍ପ ସହ ସେଠାରେ ସୁନାମୀ ଆର୍ଲଟ କରାଯାଇଛି।

ଭୂକମ୍ପ ଝଟକା ଜାପାନର କ୍ୟୁଶୁ ଓ ଶିକୋକୁ ଦ୍ବୀପରେ ଅନୁଭୂତ ହୋଇଛି। ଭୂକମ୍ପ ସହିତ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳ ମିୟଜାକି, କୋଚି, ଇହିମେ, କାଗୋଶିମା ଓ ଆଇତାରେ ସୁନାମୀ ନେଇ ଆର୍ଲଟ କରାଯିବା ସହ ସ୍ଥିତି ଉପରେ ନଜର ରଖାଯାଇଛି। କ୍ୟୁଶୁର ମିୟାଜାକିରେ ସମୁଦ୍ର ୨୦ ସେଣ୍ଟିମିଟର ଉଚ୍ଚ ଜୁଆର ଆସିବାର ଆଶଙ୍କା ରହିଛି।ତେଣୁ ସ୍ଥାନୀୟ ବାସିନ୍ଦାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.