ପ୍ରମୂଖ ଖବର
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

କୁଳଡିହା ଅଭୟାରଣ୍ୟରେ ଦୁଇ ଶିକାରୀ ଗିରଫ, ଗୋଟିଏ ଗୁଳି ଭର୍ତ୍ତି ବନ୍ଧୁକ ଜବତ

Published By : Gurupada Nath | August 10, 2025 8:56 PM

ନୀଳଗିରି,୧୦/୮ : ନୀଳଗିରି ଅଞ୍ଚଳରେ ଥିବା କୁଳଡିହା ଅଭୟାରଣ୍ୟରେ ଶିକାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ହୋଇ ଚାଲିଛି। ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ଘାରୁଥିବାବେଳେ ବନବିଭାଗ ସୁରକ୍ଷା ଯୋଗାଇବା ପାଇଁ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀମାନେ ଖାତିର ନ କରି ଅଭୟାରଣ୍ୟରେ ଶିକାର କରୁଛନ୍ତି। 

ଆଜି କୁଳଡିହା ଅଭୟାରଣ୍ୟରେ କିଛି ଶିକାରୀ ଶିକାର କରିବା ପାଇଁ ଯାଇଥିବା ବିଶେଷ ସୂତ୍ରରୁ ଖବରପାଇ ରେଞ୍ଜର ଦାୟିତ୍ୱରେ ଥିବା ଏସିଏଫ ସୁବ୍ରତ ବେହେରା ଏକ ଟିମ ନେଇ ଅଚାନକ ଚଢ଼ଉ କରିଥିଲେ । ଡେଙ୍ଗୁଚୁଖାଲ ଅଞ୍ଚଳରେ ଦୁଇ ଜଣ ଶିକାରୀଙ୍କୁ ଗିରଫ କରିବା ସହ ତାଙ୍କ ପାଖରୁ ଏକ ଦେଶୀ ବନ୍ଧୁକ, ଗୋଳାବାରୁଦ ଓ ଯନ୍ତ୍ରାଂଶ ଜବତ କରିଛନ୍ତି । ଗିରଫ ଶିକାରୀମାନେ ହେଲେ ନୀଳଗିରି ବ୍ଲକ ସିଆଡିମାଳ ପଞ୍ଚାୟତ ଅଧିନ ସିନ୍ଦୁରିଆ ଗ୍ରାମର ସାନିଆ ସିଂ ଓ ଡେଙ୍ଗୁଚୁଖାଲ ଅଞ୍ଚଳର ହଗୁରୁ ସିଂ। ଏ ନେଇ ବନବିଭାଗ ଏକ ମାମଲା ରୁଜୁକରି ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.