ପ୍ରମୂଖ ଖବର
  • ଆସନ୍ତା ୩୧ ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା
  • ||
  • ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର
  • ||
  • ଭୁବନେଶ୍ବର: ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର

Published By : Manoj | August 14, 2025 2:53 PM

ଭୋଗରାଇ ୧୪/୦୮: ଦୀଘା ସମୁଦ୍ରରେ ଅଘଟଣ । ଗାଧୋଇବା ବେଳେ ଭାସିଗଲେ ଦୁଇ ପର୍ଯ୍ୟଟକ । ସମୁଦ୍ରରୁ ଜଣଙ୍କୁ ଉଦ୍ଧାର କଲେ ସ୍ଥାନୀୟ ପୁଲିସ। ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ଏବେ ବି ଅନ୍ୟ ଜଣେ ପର୍ଯ୍ୟଟକ ନିଖୋଜ ଅଛନ୍ତି। ତାଙ୍କୁ ରେସ୍କ୍ୟୁ ପାଇଁ ଅପରେସନ୍ ଜାରି ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ପର୍ଯ୍ୟଟଙ୍କ ପରିଚୟ ମିଳିପାରିନାହିଁ। 

ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନରେ ବାଲେଶ୍ୱର ନିକଟରେ ଥିବା ଦୀଘା ସମୁଦ୍ରରେ କିଛି ପର୍ଯ୍ୟଟକ ଗାଧୋଉଥିଲେ। ଏହି ସମୟରେ ହଠାତ୍‌ ବଡ଼ ବଡ ଢ଼େଉ ମାଡ଼ିଆସିଥିଲା । ଦେଖୁ ଦେଖୁ ଦୁଇ ଜଣ ପର୍ଯ୍ୟଟକଙ୍କୁ ସମୁଦ୍ରକୁ ଟାଣିନେଇଥିଲା। ଗଭୀର ସମୁଦ୍ରରେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିଲେ। ସ୍ଥାନୀୟଲୋକ ଲାଇଫ୍ ଗାର୍ଡ ଏବଂ ପୁଲିସକୁ ସୂଚନା ଦେଇଥିଲେ । ପର୍ଯ୍ୟଟକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଆରମ୍ଭ ହୋଇଥିଲା। କିଛି ସମୟର ଖୋଜା ଖୋଜି ପରେ ଜଣେ ପର୍ଯ୍ୟଟକ ଉଦ୍ଧାର ହୋଇଥିବା ବେଳେ ଆଉ ଜଣଙ୍କର ପତ୍ତା ମିିଳିପାରିନାହିଁ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.