ପ୍ରମୂଖ ଖବର
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଘରକୁ ଫେରିବା ବେଳେ ୨ କିନ୍ନରଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର ଅଭିଯୋଗ, ୭ ଅଟକ

Published By : Prameya | March 7, 2025 2:10 PM

ଭୁବନେଶ୍ୱର, ୦୭/ ୦୩ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଚରମ୍ପା ଧାମରା ବ୍ରିଜ ନିକଟରେ ୨ କିନ୍ନରଙ୍କୁ ଅସଦାଚରଣ। କିନ୍ନରଙ୍କୁ ମାଡ଼ ମାରିବା ସହ ଜୋର୍ ଜବରଦସ୍ତି ଗାଡିରେ ଉଠାଇ ନେଲେ ଦୁର୍ବୃତ୍ତ। ଖବର ପାଇ ୨ କିନ୍ନରଙ୍କୁ ଉଦ୍ଧାର କଲା ଗ୍ରାମାଞ୍ଚଳ ପୋଲିସ। ଗୁରୁବାର ରାତିରେ ଏହି ଘଟଣା ଘଟିଛି। ପୋଲିସ ଏହି ଘଟଣାରେ ୭ ଜଣଙ୍କୁ ଅଟକ ରଖିଛି। 

ସୂଚନାନୁଯାୟୀ, ଗୁରୁବାର ରାତି ୮ଟା ବେଳେ ଚରମ୍ପା ଡଗରାସାହି ଅଞ୍ଚଳର ଦୁଇ ଜଣ କିନ୍ନର ଘରକୁ ଫେରୁଥିଲେ। ଏହି ସମୟରେ ଧାମରା ବ୍ରିଜ୍ ନିକଟରେ ଏକ ପିକଅପ୍ ଭ୍ୟାନ୍‌ରେ ୮ ଜଣ ଦୁର୍ବୃତ୍ତ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିବା ସହ ପ୍ରବଳ ମାଡ଼ ମାରିଥିଲେ। ସେମାନଙ୍କୁ ଜୋର ଜବରଦସ୍ତ ଗାଡ଼ିରେ ଉଠାଇ ନଳାଙ୍ଗ ନେଉଥିଲେ। କୌଣସି ମତେ ଦୁଇ କିନ୍ନର ନିଜ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଏହାପରେ ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ କିନ୍ନରଙ୍କୁ ଉଦ୍ଧାର କରିବା ସହ ୭ ଜଣ ଦୁର୍ବୃତ୍ତଙ୍କୁ ଅଟକ ରଖିଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। 

ଏହି ଖବରଟିକୁ ପଢନ୍ତୁ-ଉତ୍ତମ ମହାନ୍ତିଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.