ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଖରସ୍ରୋତା ନଦୀରୁ ଅଚିହ୍ନା ମୃତଦେହ ଉଦ୍ଧାର

ଯାଜପୁର, ୬/୯ : ଖରସ୍ରୋତା ନଦୀରୁ ଅଚିହ୍ନା ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ନିକଟ ଖରସ୍ରୋତା ନଦୀରେ ମୃତଦେହ ଠାବ । ଆଜି ମଧ୍ୟାହ୍ନ ସମୟରେ ସ୍ଥାନୀୟ ଲୋକ ମାଛ ଧରୁଥିବାବେଳେ ମୃତଦେହକୁ ଦେଖିଥିଲେ । ମୃତଦେହଟି ଜଣେ ପୁରୁଷର ହୋଇଥିବାବେଳେ ତାଙ୍କର ପରିଚୟ ମିଳିପାରିନାହିଁ । ଅନ୍ୟପଟେ ବିଞ୍ଝାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀଙ୍କ ସହାୟତାରେ ମୃତଦେହକୁ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.